Browsing Tag

prabhati parida

ମହିଳାଙ୍କ ପାଇଁ ଆସିଲା ଖୁସିଖବର, ଫେବୃଆରୀ ୮ ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ସୂଚନା ।  ଫେବୃଆରୀ ୮ ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ ।  ୩ ଓ ୪ ତାରିଖରେ ବ୍ୟାଙ୍କ କୁ ଯାଇ ଏନ ପି ସି ଆଇ ଚେକ କରିପାରିବେ ।  ଛୋଟ ଛୋଟ ଯାହା ଅସୁବିଧା…

ସୁଭଦ୍ରା ଯୋଜନାରେ ନିଆଗଲା ଆଉ ତିନୋଟି ପଦକ୍ଷେପ : ଉପ ମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାରେ ନିଆଗଲା ଆଉ ତିନୋଟି ପଦକ୍ଷେପ ।  ଉତ୍କର୍ଷ ଓଡ଼ିଶାରେ ସୁଭଦ୍ରାରୁ ମୁଦ୍ରା କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଶୁଣ ସୁଭଦ୍ରା, କୁହ ସୁଭଦ୍ରା ଓ ସୁଭଦ୍ରା ସେତୁ ଭଳି ତିନୋଟି ପଦକ୍ଷେପ ନିଆଯାଇଛି ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା ।  ଶୁଣ ସୁଭଦ୍ରା…

ଯୌତୁକ ମୁକ୍ତ ହେବ ଓଡ଼ିଶା, ଏହା ଏକ ସାମାଜିକ ବ୍ୟାଧି ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏଣିକି ଆଉ କେହି ନେବେନି ଯୌତୁକ ।  ଯୌତୁକ ମୁକ୍ତ ହେବ ଓଡ଼ିଶା ।  ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।  ସେ କହିଛନ୍ତି, ଯୌତୁକ ଏକ ପରମ୍ପରା ନୁହେଁ, ସଂସ୍କୃତି ନୁହେଁ କି ବ୍ୟକ୍ତିଗତ ବ୍ୟାପାର ନୁହେଁ; ଏହା ଏକ ସାମାଜିକ ବ୍ୟାଧି । ଯୌତୁକ ନିଷେଧ…

ସାଧାରଣ ଲୋକ ଆସି ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଶେଷ ହୋଇବ ପ୍ରବାସୀ ଭାରତୀୟ ସମ୍ମେଳନ ।  ଗତ ୮ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଭବ୍ୟ ସମାରୋହରେ ଦେଢ଼ଶହରୁ ଊର୍ଦ୍ଧ୍ବ ରାଷ୍ଟ୍ରରୁ ପ୍ରାୟ ୭୦୦୦ ପ୍ରବାସୀ ଭାରତୀୟମାନେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପତି, କେନ୍ଦ୍ରମନ୍ତ୍ରୀ…

ବିକଶିତ ଓଡ଼ିଶାର ମୂଳ ପିଣ୍ଡ ହେବ ସୁଭଦ୍ରା ଯୋଜନା: ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ବିକଶିତ ଓଡ଼ିଶାର ମୂଳ ପିଣ୍ଡ ହେବ ସୁଭଦ୍ରା ଯୋଜନା । ୨୦୨୫ ସୁଭଦ୍ରାର ବର୍ଷ ହେବ । ଚଳିତ ବର୍ଷ ୩ଥର ମାଆ ମାନେ ସୁଭଦ୍ରା ଟଙ୍କା ପାଇବେ । ଆମ ପାଖରେ କିଛି ଚ୍ୟାଲେଞ୍ଜ ନାହିଁ । ଯେତେବେଳେ ଯେଉଁ ସମସ୍ୟା ସାମ୍ନାକୁ ଆସିବ, ତାକୁ ସମାଧାନ କରିବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି…

ଚାଷୀଙ୍କ ସହ ଅଛନ୍ତି ରାଜ୍ୟ ସରକାର : ପ୍ରଭାତୀ ପରିଡ଼ା

ନିମାପଡ଼ା : ଭଦ୍ରକ ବାଲେଶ୍ବର ପରେ ନିମାପଡ଼ାରେ ଅଦିନିଆ ବର୍ଷାରେ ହୋଇଥିବା ଧାନ ଫସଲ କ୍ଷୟକ୍ଷତି ଦେଖିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।  ଗତକାଲି ଭଦ୍ରକ, ବାଲେଶ୍ବରରେ ଉଜୁଡା ଚାଷ ଜମି ବୁଲି ଦେଖିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କ ସହ ଆଲୋଚନା କରିଥିଲେ ।  ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ…

ମହିଳାଙ୍କ ପାଇଁ ଖୁସିଖବର, ନୂଆବର୍ଷରେ ତିନିଥର ମିଳିବ ସୁଭଦ୍ରା ଟଙ୍କା

 ଭୁବନେଶ୍ୱର : ସୁଭଦ୍ରାଙ୍କୁ ନେଇ ଆସିଲା ବଡ଼ ଖବର ।  ୨୦୨୫ ହେବ ସୁଭଦ୍ରା ଯୋଜନାର ବର୍ଷ ।  ୨୦୨୫ ମସିହାରେ ମାଆ ମାନଙ୍କୁ ୩ ଥର ସୁଭଦ୍ରା ଟଙ୍କା ମିଳିବ ।  ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ୨୦୨୫ ମସିହାରେ ଚତୁର୍ଥ ପର୍ଯ୍ୟାୟ ସହ ମାର୍ଚ୍ଚ ୮ ରେ ମଧ୍ୟ ମିଳିବ । ରକ୍ଷା…

ଫସଲ କ୍ଷୟକ୍ଷତି ସମୀକ୍ଷା ନେଇ ଭଦ୍ରକ ଓ ବାଲେଶ୍ୱର ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭଦ୍ରକ ଓ ବାଲେଶ୍ୱର : ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମୀକ୍ଷା ନେଇ ଆଜି ଭଦ୍ରକ ଓ ବାଲେଶ୍ୱର ଗସ୍ତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ  ପ୍ରଭାତୀ ପରିଡା ।  ଅଦିନିଆ ବର୍ଷା ସମଗ୍ର ଓଡ଼ିଶାର ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ଚାଷୀ ମାନଙ୍କ ଧାନ ଅମଳ ସମୟରେ ଅଦିନିଆ ଲଗାଣ ବର୍ଷା ଯୋଗୁଁ…

ଫୋକସରେ ବଣ୍ଡା ଘାଟି, ଚତୁର୍ଥ ପର୍ଯ୍ୟାୟରେ ସବୁ ମହିଳା ପାଇବେ ସୁଭଦ୍ରା ଟଙ୍କା: ପ୍ରଭାତୀ ପରିଡା

ମାଲକାନଗିରି : ରାଜ୍ୟ ସରକାରଙ୍କ ଫୋକସରେ ବଣ୍ଡା ଘାଟି ।  କୌଣସି ବଣ୍ଡା ମହିଳା ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେନି। ସେମାନେ ଖୁବଶୀଘ୍ର ସୁଭଦ୍ରା ଟଙ୍କା ପାଇବେ । ଆଜି ମାଲକାନଗିରି ଜିଲ୍ଲା ବଣ୍ଡା ଘାଟି ଗସ୍ତ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବଣ୍ଡା ଲୋକଙ୍କ ସହ ବିଭିନ୍ନ…

ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର

ଡିସେମ୍ବର ୨୫ ରେ ମିଳିବାକୁ ଥିବା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର ।  ଏବେ ସମ୍ପୂର୍ଣ୍ଣ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇନାହିଁ। ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ସରକାରଙ୍କ ଶେଷ ସୁଯୋଗ ।  E kyc ଏବଂ ବାଇଓମେଟ୍ରିକ ଜରିଆରେ ତୁରନ୍ତ ସୁଭଦ୍ରା…

ମିଶନ ଶକ୍ତି ମହିଳାଙ୍କ ଦରମା ତାତି: ‘କାହା କଥାରେ ପଡି ରାସ୍ତାରେ ଗଡନ୍ତୁନି’ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନାରାବାଜିରେ କମ୍ପୁଛି ଭୁବନେଶ୍ବର ଲୋୟର ପିଏମଜି । ଭୁବନେଶ୍ବର ଲୋୟର ପିଏମଜିରେ ଦ୍ବିତୀୟ ଦିନ ଆନ୍ଦୋଳନରେ ଜିପିଏଲଏଫ ସଂଘ ।  ରାଜ୍ୟ ସରକାରଙ୍କ ସହ ଅଲ ଓଡ଼ିଶା ଜିପିଏଲଏଫ ମିଶନଶକ୍ତି କର୍ମୀ ସଂଘର ଆଲୋଚନା ବିଫଳ ପରେ ଭୁବନେଶ୍ବର ଲୋୟର ପିଏମଜିରେ ଆନ୍ଦୋଳନ ଜାରି ରଖିଛି ସଂଘ ।…

ମାର୍ଚ୍ଚ ମାସ ସୁଦ୍ଧା ୨୧ ବର୍ଷରେ ପାଦ ଦେଇଥିବା ଝିଅମାନଙ୍କୁ ବି ମିଳିବ ସୁଭଦ୍ରା ଟଙ୍କା : ଉପ ମୁଖ୍ୟମନ୍ତ୍ରୀ

ଯେଉଁମାନେ ସୁଭଦ୍ରା ଟଙ୍କା ଏପର୍ଯ୍ୟନ୍ତ ପାଇଁ ନାହାନ୍ତି ସେମାନଙ୍କ ପାଇଁ ଖୁସି ଖବର ନେଇ ଆସିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।  ଟଙ୍କା ପାଇଁ ବ୍ୟାଙ୍କରେ ପ୍ରବଳ ଭିଡ ଲାଗିଥିବା କଥା ଉପ ମୁଖ୍ୟମନ୍ତ୍ରୀ କହିଥିଲେ । ମାର୍ଚ୍ଚ ବେଳକୁ ଯୁବତୀ ଯଦି ୨୦ ବୟସରୁ ୨୧ ବୟସରେ ପାଦ ଦେଇଥିବେ…