କଂଗ୍ରେସରେ ଯୋଗ ଦେଲେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କି
ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗ ଦେଲେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କି । କଂଗ୍ରେସ ଭବନରେ ମିଶ୍ରଣ ପର୍ବ କାଯ୍ୟକ୍ରମରେ ଯୋଗ ଦେଲେ ପ୍ରବୋଧ । ଏହା ସହ ଏକାମ୍ର ନିର୍ବାଚନ ମଣ୍ଡଳୀର ପ୍ରଶାନ୍ତ କୁମାର ଚଂପତି ମଧ୍ୟ କଂଗ୍ରେସରେ ଯୋଗ ଦେଇଛନ୍ତି ।
ପିସିସି ସଭାପତି…