ମଝି ସମୁଦ୍ରରେ ଫସିଲା ‘ସମୁଦ୍ର କୌସ୍ତୁଭ’ ଜାହାଜ, ଇଞ୍ଜିନ୍ ତ୍ରୁଟି ଯୋଗୁ ଫସିଥିବା ସୂଚନା
ପାରାଦୀପ (କେନ୍ୟୁଜ): ସମୁଦ୍ର ମଝିରେ ଫସିଲା ଜାହାଜ। ଗତକାଲି ଜିଓ ଲୋଜିକାଲ ସର୍ଭେ ଅଫ ଇଣ୍ଡିଆର ଜାହାଜ ‘ସମୁଦ୍ର କୌସ୍ତୁଭ’ ମଝି ସମୁଦ୍ରରେ ଫସିଛି । ଇଞ୍ଜିନ୍ ତ୍ରୁଟି ଯୋଗୁ ଜାହାଜଟି ସମୁଦ୍ରରେ ଫସି ରହିଛି । ବଙ୍ଗୋପସାଗରରେ ବାତ୍ୟା ସତ୍ତ୍ବେ କୋଷ୍ଟଗାର୍ଡ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି…