ରାଜ୍ୟ ରାଜନୀତିରେ ହଲଚଲ୍, BJPରେ ମିଶିଲେ ପ୍ରଦୀପ ପାଣିଗ୍ରାହୀ
ଭୁବନେଶ୍ୱର (କେନ୍ୟୁଜ): ବିଜେପିରେ ଯୋଗ ଦେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ବୁଧବାର ଭୁବନେଶ୍ବରସ୍ଥିତ ବିଜେପି କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପ୍ରଦୀପ ଓ ତାଙ୍କର କିଛି ସମର୍ଥକ ଭାରତୀୟ ଜନତା ପାର୍ଟିରେ ମିଶିଛନ୍ତି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ…