ବିଧାନସଭାରେ ଉଠିଲା ବିଧାୟକଙ୍କ ଅଡ଼ିଓ ଭାଇରାଲ ପ୍ରସଙ୍ଗ: ମୁହାଁମୁହିଁ ହେଲେ ବିରୋଧୀ ଦଳ ନେତା ଓ ବ୍ୟୋମକେଶ
କେନ୍ୟୁଜ୍(ବ୍ୟୁରୋ): ବିଧାନସଭାରେ ଉଠିଲା ବିଧାୟକ ବ୍ୟୋମକେଶ ରାୟଙ୍କ ଅଡ଼ିଓ ଭାଇରାଲ ପ୍ରସଙ୍ଗ । ବିଧାନସଭାରେ ମୁହାଁମୁହିଁ ହେଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଓ ବ୍ୟୋମକେଶ । ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇଲେ ବିରୋଧୀ ଦଳ ନେତା । ଶାସକ ଦଳର ନେତା ସାଧାରଣ ପୋଲିସ ଏଏସଆଇଙ୍କୁ…