କିଟ୍ କିସ୍ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ଭେଟିଲେ ପୂର୍ବତନ କ୍ରିକେଟର ପ୍ରଜ୍ଞାନ ଓଝା
ଭୁବନେଶ୍ବର: କିଟ୍ ଓ କିସ୍ର ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ଭେଟିଲେ ପୂର୍ବତନ କ୍ରିକେଟର ପ୍ରଜ୍ଞାନ ଓଝା । ଆଇପିଏଲ୍ ଗଭର୍ଣ୍ଣିଂ କାଉନ୍ସିଲ୍କୁ ମନୋନୀତ ହେବା ପରେ ସେ ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ଭେଟିଛନ୍ତି । ଡକ୍ଟର ସାମନ୍ତଙ୍କ ସହ କିଛି ସମୟ ଆଲୋଚନା କରିଥିଲେ ପ୍ରଜ୍ଞାନ…