ବିଶ୍ୱ ପାରା ବ୍ୟାଡମିଣ୍ଟନ ଚାମ୍ପିଅନସିପ, ସ୍ୱର୍ଣ୍ଣ ଜିତିଲେ ପ୍ରମୋଦ ଭଗତ
ବିଶ୍ୱ ପାରା ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ସ୍ୱର୍ଣ୍ଣ ଜିତିଛନ୍ତି ପ୍ରମୋଦ ଭଗତ । ସିଙ୍ଗଲ୍ସ ଫାଇନାଲରେ ଇଂଲଣ୍ଡର ଡାନିଏଲ୍ ବେଥଲଙ୍କୁ ହରାଇ ଚାମ୍ପିଅନ୍ ହୋଇଛନ୍ତି । ସେ ଡାନିଏଲଙ୍କୁ ୧୪-୨୧, ୨୧-୧୫, ୨୧-୧୪ ସେଟରେ ହରାଇଛନ୍ତି । ଏହି ବିଜୟ ସହ ପ୍ରମୋଦ ଭଗତ ପଞ୍ଚମ ଥର ପାଇଁ ବିଶ୍ୱ ପାରା…