Browsing Tag

prashant jagadev

ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ, SCB ମେଡିକାଲରେ ଭର୍ତ୍ତି

କଟକ (କେନ୍ୟୁଜ): କଟକ scb ବଡ଼ ମେଡିକାଲରେ ଭର୍ତ୍ତି ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ।  ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ଗତ କାଲି ରାତିରେ ଜଗଦ୍ଦେବଙ୍କୁ ଏସସିବିର ମେଡିସିନ୍ ୱାର୍ଡରେ ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଉଥିବା ଜଣାଯାଇଛି ।  ଜଗଦ୍ଦେବଙ୍କର ରକ୍ତଚାପ ବଢ଼ିଯାଇଥିବା…

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବଡ଼ ଝଟ୍‌କା, ଜାମିନ୍‌ ଆବେଦନ ଖାରଜ କଲେ ହାଇକୋର୍ଟ

କଟକ/ବାଣପୁର(କେନ୍ୟୁଜ୍‌): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ନିୟମିତ ଜାମିନକୁ ଖାରଜ କଲେ ଓଡ଼ିଶା ହାଇକୋର୍ଟ। ଲୋକଙ୍କ ଉପରେ ଗାଡ଼ି ଚଢ଼ାଇବା ଘଟଣାରେ ସେ ଆବେଦନ କରିଥିବା ଜାମିନ ହାଇକୋର୍ଟରେ ଖାରଜ ହୋଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଏବେ ଅନ୍ତରୀଣ ଜାମିନରେ ଥିଲେ ପ୍ରଶାନ୍ତ ଜଗଦ୍ଦେବ।…

ଆଉ ୭ ଦିନ ବଢିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଅନ୍ତରୀଣ ଜାମିନ,ଅବଧି ଶେଷ ହେବା ପରେ ନିମ୍ନ ଅଦାଲତରେ କରିବେ…

ଟାଙ୍ଗୀ(କେନ୍ୟୁଜ୍):  ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଅନ୍ତରୀଣ ଜାମିନ ଅବଧି ଆଉ ୭ ଦିନ ବୃଦ୍ଧି ପାଇଛି। ଅନ୍ତରୀଣ ଜାମିନ ଅବଧି ବୃଦ୍ଧି ନେଇ ହାଇକୋର୍ଟ ଆଜି ନିର୍ଦ୍ଦେଶନାମା ଦେଇଛନ୍ତି। ପୂର୍ବରୁ ଏପ୍ରିଲ ୨୨ରେ ହାଇକୋର୍ଟ ମାମଲାର ଶୁଣାଣି କରି ପ୍ରଶାନ୍ତ ଜଗଦ୍ଦେବଙ୍କୁ ୭ ଦିନ…

ଜେଲରୁ ମୁକୁଳିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଟାଙ୍ଗୀ (କେନ୍ୟୁଜ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଆଜି ଜେଲ୍‌ରୁ ମୁକୁଳିଛନ୍ତି। ଆଜି ମଧ୍ୟାହ୍ନ ରେ ସ୍ୱାସ୍ଥ୍ୟଗତ ଚିକିତ୍ସା ନିମନ୍ତେ ସାତ ଦିନ ପାଇଁ ବିଧାୟକଙ୍କୁ ଉଚ୍ଚ ନ୍ୟାୟାଳୟ ଅନ୍ତରୀଣ ଜାମିନ ଦେଇଛନ୍ତି। ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସର୍ତ୍ତ ମୂଳକ ଜାମିନ ପ୍ରଦାନ ପରେ…