କେନ୍ଦ୍ରମନ୍ତ୍ରୀଙ୍କ ଗାଡିକୁ ପିଟିଲା ଟ୍ରାକ୍ଟର, ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ତିନି ଜଣ ଆହତ
ବାଲେଶ୍ୱର (କେନ୍ୟୁଜ୍) ନୀଳଗିରି-ସେରଗଡ଼ ଓ ଉଦଳା ରାଜ୍ୟରାଜପଥ ପୋଡାଶୂଳ ନିକଟରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ମଲିଆଣି ପଟରୁ ଆସୁଥିବା ଏକ ଟ୍ରାକ୍ଟର ଅଚାନକ କେନ୍ଦ୍ରମନ୍ତ୍ରୀ ବସିଥିବା ଇନୋଭା ଗାଡିକୁ ଧକ୍କା ଦେଇଥିଲା । ଡ୍ରାଇଭର ଯେତେ ଚେଷ୍ଟା…