ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପ୍ରଥମାଷ୍ଟମୀ ନୀତି, ଶ୍ରୀଜିଉଙ୍କ ମାମୁଘରୁ ଆସିଥିଲା ପ୍ରଥମାଷ୍ଟମୀ ଭାର
ପୁରୀ : ଆଜି ପ୍ରଥମାଷ୍ଟାମୀ । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପ୍ରଥମାଷ୍ଟମୀ ନୀତି ଅନୁଷ୍ଠିତ ହେଉଛି । ପୋଢୁଆଁ ହେବେ ବଡ଼ଠାକୁର । ଗତକାଲି ଶ୍ରୀଜିଉଙ୍କ ମାମୁଘରୁ ଆସିଥିଲା ପ୍ରଥମାଷ୍ଟମୀ ଭାର । ପ୍ରଥମାଷ୍ଟମୀ ନୀତି ଅନୁସାରେ, ଭୋଗ ମଣ୍ଡପ ସରିବା ପରେ ୩ ବାଡ଼ରେ ମଇଲମ କରାଯାଇ ପୂଜାପଣ୍ଡା ସେବକଙ୍କ…