Below header
Browsing Tag

president droupadi murmu

ଓଡିଶା ଗସ୍ତର ଦ୍ୱିତୀୟ ଦିନ: ଆଜି ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର (କେନ୍ୟୁଜ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଶ୍ରୀଲିଙ୍ଗରାଜ ମନ୍ଦିର ଯିବେ । ସକାଳ ୯ଟା ୧୫ ମିନିଟରେ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିବେ ମହାମହିମ । ସେଠାରେ ପ୍ରାୟ ଅଧଘଣ୍ଟା ଧରି ରହିବେ । ପ୍ରଭୁ ଲିଙ୍ଗରାଜଙ୍କୁ ପୂଜାର୍ଚ୍ଚନା କରିବେ…

ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦୁଇ ଦିନିଆ ଗସ୍ତରେ ଆସିଛନ୍ତି ମହାମହିମ

ଭୁବନେଶ୍ୱର (କେନ୍ୟୁଜ): ଭୁବନେଶ୍ୱରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିର୍ଦ୍ଧାରିତ ସମୟର ୧୫ ମିନିଟ ପୂର୍ବରୁ ବିମାନ ବନ୍ଦରରେ ପହଞ୍ଚଥିଲେ । ବିମାନ ବନ୍ଦରରେ…

ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ

ଆଜି ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦିନ ୧୧ଟା ୪୫ରେ ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ସେଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ କରିବାର କାର୍ଯ୍ୟକ୍ରମ ରହିଛି । ପରେ…

ଦିନକ ପରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷାର ଯାଞ୍ଚ କଲେ ଭୁବନେଶ୍ୱର ଡିସିପି

କେନ୍ୟୁଜ୍(ବ୍ୟୁରୋ): ଦିନକ ପରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତାପୂର୍ବରୁ ଆଜି ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି । ରାଷ୍ଟ୍ରପତି ଲିଙ୍ଗରାଜ ମନ୍ଦିର ଯାଉଥିବାରୁ ଆଜି ସେଠାରେ ସୁରକ୍ଷାର ଯାଞ୍ଚ କରିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ।…

ମହାମହିମଙ୍କୁ ସ୍ୱାଗତ ପାଇଁ ପ୍ରସ୍ତୁତ ହେଲାଣି ଓଡ଼ିଶା; ସୁରକ୍ଷା ବ୍ୟବସ୍ଥା ପାଇଁ ମୁତୟନ ହେବେ ୪୦ ପ୍ଲାଟୁନ ପୋଲିସ…

ଭୁବନେଶ୍ୱର (କେନ୍ୟୁଜ): ଦିନକ ପରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କୁ ସ୍ୱାଗତ ପାଇଁ ପ୍ରସ୍ତୁତ ହେଲାଣି ଓଡ଼ିଶା । ୧୦ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚି ଏୟାରପୋର୍ଟରୁ ଉତ୍କଳ ମଣ୍ଡପ ଓ ରମାଦେବୀ ବିଶ୍ୱବିଦ୍ୟାଳୟ ଯିବେ । ଏଥିପାଇଁ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଦେବେ ଯୋଗ

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୧୦ ତାରିଖ ଦିନ ସକାଳ ୧୦: ୩୦ ଟା ସମୟରେ ଭୁବନେଶ୍ୱର ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ ପାଳନ ହେବ। ଏହି ସମାରୋହରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଯୋଗଦେବେ। ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠାତା ପରମହଂସ…

୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାପ୍ରଭୁ ଲିଙ୍ଗରାଜଙ୍କୁ କରିବେ ଜଳାଭିଷେକ

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୧୦ ତାରିଖରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୧ ତାରିଖ ସକାଳେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ । ସେହି ଦିନ ସାହାଣମେଲା ସମୟ ସକାଳ ସାଢେ ୬ଟାରୁ ସାଢେ ୯ଟା ମଧ୍ୟରେ ମନ୍ଦିର ପହଂଚିବାର କାର୍ଯ୍ୟକ୍ରମ ରହିଛି। ତେଣୁ…

ଜଳ ଜୀବନ ମିଶନରେ ୩ ବର୍ଷରେ ଉପକୃତ ହୋଇଛନ୍ତି ୧୧ କୋଟି, ସଶକ୍ତ ହୋଇଛନ୍ତି ଗରିବ : ରାଷ୍ଟ୍ରପତି

ଆଜିଠାରୁ ସଂସଦର ବଜେଟ୍‌ ଅଧିବେଶନ । ପ୍ରଥମ ଦିନରେ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭାବରେ ପାର୍ଲାମେଣ୍ଟକୁ ଏହା ତାଙ୍କର ପ୍ରଥମ ମିଳିତ ସମ୍ବୋଧନ । ପାର୍ଲାମେଣ୍ଟ ଭବନରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ ଉପରାଷ୍ଟ୍ରପତି,…

ବଜେଟ୍‌ ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ : “୨୦୪୭ ସୁଦ୍ଧା ଆମକୁ ଏକ ସ୍ୱର୍ଣ୍ଣିମ ଭାରତ ଗଠନ କରିବାର…

ଆଜିଠାରୁ ସଂସଦର ବଜେଟ୍‌ ଅଧିବେଶନ । ପ୍ରଥମ ଦିନରେ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭାବରେ ପାର୍ଲାମେଣ୍ଟକୁ ଏହା ତାଙ୍କର ପ୍ରଥମ ମିଳିତ ସମ୍ବୋଧନ । ପାର୍ଲାମେଣ୍ଟ ଭବନରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ ଉପରାଷ୍ଟ୍ରପତି,…

ରାଷ୍ଟ୍ରପତିଙ୍କ ପ୍ରତି ନିନ୍ଦନୀୟ ମନ୍ତବ୍ୟକୁ ନେଇ ରାସ୍ତାରୋକ କଲେ ଆଦିବାସୀ ସମାଜର ଲୋକେ, ପଶ୍ଚିମବଙ୍ଗରେ ରୋକିଲେ…

ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁଙ୍କ ପ୍ରତି ବିବାଦୀୟ ଏବଂ ନିନ୍ଦନୀୟ ମନ୍ତବ୍ୟ ଦେଇଥିଲେ ତୃଣମୂଳ କଂଗ୍ରେସ ମନ୍ତ୍ରୀ ଅଖିଳ ଗିରି। ଅଖିତ ଗିରିଙ୍କ ଏପରି ବୟାନକୁ ନେଇ ଦେଶବ୍ୟାପୀ ତୀବ୍ର ବିରୋଧ କରାଯାଇଥିଲା। କଡା ବିରୋଧ ପରେ ମନ୍ତ୍ରୀ ଅଖିଳ ଗିରି ଏହାକୁ ନେଇ କ୍ଷମା ପ୍ରାର୍ଥନା ମଧ୍ୟ କରିଥିଲେ।…

ରାଷ୍ଟ୍ରପତିଙ୍କ ପ୍ରତି ନିନ୍ଦନୀୟ ମନ୍ତବ୍ୟକୁ ନେଇ କ୍ଷମା ମାଗିଲେ ତୃଣମୂଳ କଂଗ୍ରେସ ନେତା ଅଖିଳ ଗିରି

ତୃଣମୂଳ କଂଗ୍ରେସ ନେତା ତଥା ପଶ୍ଚିମବଙ୍ଗ ପରିବହନ ମନ୍ତ୍ରୀ ଅଖିଳ ଗିରି ଶେଷରେ କ୍ଷମା ମାଗିଲେ । ରାଷ୍ଟ୍ରପତିଙ୍କ ବିରୋଧରେ ନନ୍ଦିଗ୍ରାମରେ ଦେଇଥିବା କୁତ୍ସିତ ଓ ନିନ୍ଦନୀୟ ମନ୍ତବ୍ୟକୁ ନେଇ ଦେଶବ୍ୟାପୀ ତୀବ୍ର ବିରୋଧ କରାଯାଇଥିଲା । ଏହାର ଭିଡିଓ ଭାଇରଲ ହେବା ପରେ ଦେଶବ୍ୟାପୀ ନିନ୍ଦା ମଧ୍ୟ…

ଚଳିତ ବର୍ଷରୁ ଓଡ଼ିଆରେ ଇଞ୍ଜିନିୟରିଂ ପଢ଼ିବେ ଛାତ୍ରଛାତ୍ରୀ: ୨୦ଟି ପୁସ୍ତକର ଉନ୍ମୋଚନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର(କେନ୍ୟୁଜ୍): ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକ ଉନ୍ମୋଚିତ। ଏଆଇସିଟିଇ ଦ୍ୱାରା ପ୍ରକାଶିତ ୨୦ଟି ଇଞ୍ଜିନିୟରିଂ ପୁସ୍ତକର ଉନ୍ମୋଚନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଚଳିତ ବର୍ଷରୁ ଓଡ଼ିଆରେ ଇଞ୍ଜିନିୟରିଂ ପଢ଼ିବେ ଛାତ୍ରଛାତ୍ରୀ । ପିଲାଙ୍କୁ ଉଭୟ ଡିପ୍ଲୋମା ଓ ଡିଗ୍ରୀରେ…