Browsing Tag

President Droupadi Murmui

ପ୍ରବାସୀ ଭାରତୀୟ ସମ୍ମେଳନୀର ବିଭିନ୍ନ ଷ୍ଟଲ ବୁଲିଲେ ମହାମହିମ

ଭୁବନେଶ୍ବର : ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀର ଆଜି ଶେଷ ଦିନ । ଉଦଯାପନୀ ଉତ୍ସବରେ ସାମିଲ ହେଲେ ହୋଇ ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ଏହାପୂର୍ବରୁ ପ୍ରବାସୀ ଭାରତୀୟ ସମ୍ମେଳନୀର ବିଭିନ୍ନ ଷ୍ଟଲ ବୁଲିଥିଲେ ମହାମହିମ । ଷ୍ଟଲ ବୁଲିବା ପରେ…

ଆଜି ଡ଼କ୍ଟର ବି.ଆର ଆମ୍ବେଦକରଙ୍କ ଶ୍ରାଦ୍ଧଦିବସ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ…

ଭୁବନେଶ୍ୱର : ଆଜି ସମ୍ବିଧାନ ପ୍ରଣେତା ବାବା ସାହେବ ଡ଼କ୍ଟର ବି.ଆର ଆମ୍ବେଦକରଙ୍କ  ଶ୍ରାଦ୍ଧ ଦିବସ । ଏହି ଅବସରରେ ଭୁବନେଶ୍ୱର ଏଜି ଛକରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି ମାଲ୍ୟାର୍ପଣ କରିଛନ୍ତି । ଏହା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ବିମାନବନ୍ଦରରୁ…

ଡିସେମ୍ବର ୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି, ପୁରୀରେ ନୌସେନା ଦିବସ ପାଳନରେ ଦେବେ ଯୋଗ

ପୁରୀ : ଡିସେମ୍ବର ୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି।  ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବେ ।  ପୁରୀ ବ୍ଲୁ ଫ୍ଲାଗ ବିଚରେ ଆୟୋଜିତ କାର୍ଯ୍ୟକ୍ରମରେ ନୌସେନାର ଅପରେସନାଲ ଡେମନଷ୍ଟ୍ରେସନ ପ୍ରଦର୍ଶିତ ହେବ । ଏଥିପାଇଁ ନୌସେନାର ପ୍ରସ୍ତୁତି ଚାଲିଛି…

ରାଜ୍ୟପାଳ ନିଯୁକ୍ତିରେ ବଡ଼ ଧରଣର ପରିବର୍ତ୍ତନ, ଦେଶର ୯ଟି ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ

ରାଜ୍ୟପାଳ ନିଯୁକ୍ତିରେ ବଡ଼ ଧରଣର ପରିବର୍ତ୍ତନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦେଶର ୬ଟି ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ କରାଯାଇଥିବା ବେଳେ ୩ଟି ରାଜ୍ୟରେ ପରିବର୍ତ୍ତନ କରାଯାଇଛି । ପଞ୍ଜାବ ରାଜ୍ୟପାଳ ବନୱାରିଲାଲଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଛନ୍ତି । ରାଜସ୍ଥାନ,…

ଆଜି ରେଢ଼ାଖୋଲ ଗସ୍ତରେ ଯିବେ ରାଷ୍ଟ୍ରପତି, ସନ୍ଥ କବି ଭୀମ ଭୋଇଙ୍କ ଜ୍ଞାନପୀଠ ବୁଲି ଦେଖିବେ

ରେଢ଼ାଖୋଲ (କେନ୍ୟୁଜ): ଆଜି ମହାମହିମଙ୍କ ଓଡ଼ିଶା ଗସ୍ତର ଚତୁର୍ଥ ତଥା ଶେଷ ଦିନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଗସ୍ତରେ ଯିବେ । ରେଢ଼ାଖୋଲର ମଧୁପୁରକୁ ରାଷ୍ଟ୍ରପତି ପରିଦର୍ଶନ କରିବେ । ସନ୍ଥକବି ଭୀମ ଭୋଇଙ୍କ ଆବିର୍ଭାବ ପୀଠରେ ସନ୍ଥକବିଙ୍କ…

୩ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି, ଟ୍ୱିନ ସିଟିର ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ୨୭ ତାରିଖରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍‌ ହାଉସ କମ୍ପ୍ଲେକ୍ସର…