ଆଜି ଦିଲ୍ଲୀ ଏମ୍ସରେ ହେବ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀ, ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା
ଆଜି ହେବ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀ । ଦିଲ୍ଲୀ ଏମ୍ସରେ ଆଜି ସକାଳେ ବାଇପାସ୍ ସର୍ଜରୀ ହେବା ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ କୁହାଯାଇଛି। ମାର୍ଚ୍ଚ ୨୭ ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଦିଲ୍ଲୀର ଇଣ୍ଡିଆନ ଆର୍ମି…