Browsing Tag

president visit

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ କମିଶନରେଟ୍ ପୋଲିସର ଦ୍ବିତୀୟ କାରକେଡ୍ ରିହରସାଲ

ଭୁବନେଶ୍ୱର : ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ କମିଶନରେଟ୍ ପୋଲସର କାରକେଡ୍ ରିହରସାଲ । ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନବନ୍ଦରରୁ, ଜୟଦେବ ଭବନ, ରାଜଭବନ ଯାଏ କାରକେଡ ରିହରସଲ ହୋଇଛି। ଆଜି ଦ୍ବିତୀୟ ପର୍ଯ୍ୟାୟରେ କାରକେଡ ରିହରସାଲ ହୋଇଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି ପୋଲିସ। ଆଜି…

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କାରକେଡ ରିହରସାଲ, କମିଶନରେଟ ପୋଲିସର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ବର: ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କାରକେଡ ରିହରସାଲ। ଭୁବନେଶ୍ବରରେ କମିସନରେଟ ପୋଲିସ କାରକେଡ ରିହରସାଲ କରିଛି। ଜୁଲାଇ ୬ତାରିଖରୁ ୯ତାରିଖ ଯାଏ ଚାରିଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏନେଇ କମିଶନରେଟ ପୋଲିସର ବ୍ୟାପକ ପ୍ରସ୍ତୁତି କରିଛି। ଜୁଲାଇ ୬ତାରିଖ…

ଆସନ୍ତା ୨୯ରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଆସନ୍ତା ୨୯ରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଖିଚିଂର କିଚକେଶ୍ବରୀ ମନ୍ଦିର ପରିଦର୍ଶନରେ ଆସିବେ ମୁର୍ମୁ ଖିଚିଂର କିଚକେଶ୍ବରୀ ମନ୍ଦିର ପରିଦର୍ଶନରେ ଆସିବେ। ଏନେଇ ରାଷ୍ଟ୍ରପତି ଭବନରୁ ଖିଚିଂ ମନ୍ଦିର କାର୍ଯ୍ୟାଳୟକୁ ଇ-ମେଲ ଆସିଛି । ମୟୂରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ଖିଚିଂର…

ପୁଣି ବଦଳିଲା ରାଷ୍ଟ୍ରପତିଙ୍କ ରହଣି ସ୍ଥଳ, ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ବିମାନ ବନ୍ଦରରେ କରିବେ ସ୍ୱାଗତ

ପୁରୀ(କେନ୍ଯୁଜ୍):ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି । ଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ୧୨ଟା ୨୫ରେ ବାହାରି ଦୁଇଟା ୪୫ରେ ଭୁବନେଶ୍ୱରରେ ପହଞ୍ଚିବେ । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ କରିବେ । ରାଜ୍ୟପାଳଙ୍କ ସମେତ ମୁଖ୍ୟ ସଚିବ ସୁରେଶ ମହାପାତ୍ର, ପୋଲିସ…

ଶ୍ରୀମନ୍ଦିରରେ ପତ୍ନୀଙ୍କ ସହ ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତିି, ନିଜ ଦରମାରୁ ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ…

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତିି । ଗର୍ଭଗୃହକୁ ଯାଇ ସପରିବାର ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ରାମନାଥ କୋବିନ୍ଦ। ଶ୍ରୀମନ୍ଦିରରେ ପ୍ରାୟ ୪୦ମିନିଟ ସମୟ ବିତାଇଥିଲେ। ମା’ ବିମଳା ଓ ମହାଲକ୍ଷ୍ମୀଙ୍କୁ ମଧ୍ୟ ଦର୍ଶନ କରିଛନ୍ତି। ରାଷ୍ଟ୍ରପତି ସିଂହଦ୍ୱାର ଆଗରେ…

ରାଷ୍ଟ୍ରପତିଙ୍କ ଓଡିଶା ଆଗମନକୁ ନେଇ ବାଲୁକା ଚିତ୍ରଶିଳ୍ପୀ ସୁଦାମ ପ୍ରଧାନଙ୍କ ଦ୍ବାରା ସ୍ୟାଣ୍ଡ ଆନିମେସନ୍

ପୁରୀ: ଆଜି ରାଷ୍ଟ୍ରପତି ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହି ଅବସରରେ ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ସୁଦାମ ପ୍ରଧାନ ଏକ ସୁନ୍ଦର ସ୍ୟାଣ୍ଡ ଆନିମେସନ ତିଆରି କରି ରାଷ୍ଟ୍ରପତିଙ୍କ ଓଡିଶା ଆଗମନକୁ ସ୍ୱାଗତ ଜଣାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପ୍ରତିକୃତି ସହ…