ଜାଣନ୍ତୁ ଆଜି କେତେ ରହିଛି ୧୦ ଗ୍ରାମ୍ ପ୍ରତି ସୁନା ମୂଲ୍ଯ
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୭୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୬୫୦ ଟଙ୍କା ଓ…