ବଢ଼ିଲା ପେଟ୍ରୋଲ ଓ ଡିଜେଲ, ଭୁବନେଶ୍ୱରରେ ତୈଳ ଦର କେତେ ଅଛି ଜାଣନ୍ତୁ
ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୧ ଟଙ୍କା ୬୮ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୧ ଟଙ୍କା ୪୯ ପଇସା ହୋଇଛି।
ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ…