ନୂଆବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଆଜିଠାରୁ ଆରମ୍ଭ ହୋଇଛି ନବବର୍ଷ । ସାରା ଦେଶ ଓ ବିଶ୍ୱରେ ପାଳନ ହେଉଛି ନୂତନ ବର୍ଷ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଛନ୍ତି । ସୋସିଆଲ ମିଡିଆ ‘ଏକ୍ସ’ରେ ସେ ଟୁଇଟ୍ କରି ଲେଖିଛନ୍ତି, ଇଂରାଜୀ ନବବର୍ଷ ୨୦୨୬ ଉପଲକ୍ଷେ ଓଡ଼ିଶାର…