Browsing Tag

prime minister modi

ପ୍ରଧାନମନ୍ତ୍ରୀଙ୍କ ମହାକୁମ୍ଭ ଗସ୍ତ, ଆଜି ବୁଡ଼ ପକାଇବେ ମୋଦି

ଆଜି ମାଘ ଅଷ୍ଟମୀରେ ମହାକୁମ୍ଭରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ । ସକାଳ ପ୍ରାୟ ୧୦ଟାରେ ମୋଦି ପ୍ରୟାଗରାଜ ଏୟାରପୋର୍ଟରେ ପହଞ୍ଚିବେ। ଏହାପରେ ସେଠାରୁ ସେ ଡିପିଏସ୍ ହେଲିପ୍ୟାଡ୍ ଯିବେ । ସକାଳ ୧୦ଟା ୪୫ ମିନିଟରେ ମୋଦି ଅରେଲ ଘାଟରେ ପହଞ୍ଚିବେ । ଅରେଲ ଘାଟରେ ଡଙ୍ଗାରେ ବସି ମହାକୁମ୍ଭ ସଙ୍ଗମ…

ଆଜି ସଂଧ୍ୟାରେ ସରିବ ପ୍ରଚାର, କ୍ୟାମ୍ପେନ ମଇଦାନରେ ମୋଦି-କେଜ୍ରିୱାଲ ମୁହାଁମୁହିଁ

ଦିଲ୍ଲୀ : ଦିଲ୍ଲୀ ଦଖଲ ପାଇଁ ପ୍ରଚାର ଘମାସାନ।  ଆଜି ସଂଧ୍ୟାରେ ସରିବ ପ୍ରଚାର ଯୁଦ୍ଧ ।  ଶେଷ ଦିନରେ ସବୁ ଦଳ ଭୋଟରଙ୍କୁ ଆପଣାଇବାକୁ ଜୋରଦାର କସରତ ଜାରି ରଖିଛନ୍ତି ।  ପ୍ରତିଶ୍ରୁତି, ସମାଲୋଚନା, ଆରୋପ- ପ୍ରତ୍ୟାରୋପର ପର୍ବ ଦିଲ୍ଲୀ ନିର୍ବାଚନକୁ ସରଗରମ କରିବାରେ ଲାଗିଛି ।  ବିଜେପି ପାଇଁ…

୨୮ରେ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ସଚିବ

ଭୁବନେଶ୍ୱର : ଆସନ୍ତା ୨୮ ତାରିଖରେ ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡ଼ିଶା କନକ୍ଲେଭ-୨୦୨୫ । ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗତ ୭ ମାସ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୫ ଥର ଓଡିଶା ଗସ୍ତ । ପ୍ରଥମେ ବିଜେପି ସରକାର ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ । ପରେ ସୁଭଦ୍ରା…

ପୋଲିସ ଡିଜି-ଆଇଜି ସମ୍ମିଳନୀର ଦ୍ବିତୀୟ ଦିନ, ଆଜି ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର: ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସୁରକ୍ଷାର ଅଭେଦ୍ୟ ବଳୟରେ ରାଜଧାନୀ । ଆଜି ସର୍ବଭାରତୀୟ ପୋଲିସ ଡିଜି-ଆଇଜି ସମ୍ମିଳନୀର ଦ୍ବିତୀୟ ଦିନ । ଗତକାଲି ସମ୍ମିଳନୀକୁ ଅମିତ ଶାହ ଉଦଘାଟନ କରିଥିଲେ। ଭୁବନେଶ୍ବର ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ…

ଗାଡ଼କଣରେ ଲୋକଙ୍କ ସହ ମନଖୋଲି କଥା ହେଲେ ମୋଦି, ଜନ୍ମଦିନରେ ଖାଇଲେ ଖିରି

ଭୁବନେଶ୍ୱର : ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୦ଟା ୫୦ରେ ପ୍ରଧାନମନ୍ତ୍ରୀ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଏୟାରପୋର୍ଟରୁ ବାହାରି ଗାଡକଣ ଯାଇଛନ୍ତି । ସେଠାରେ PMAY ହିତାଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହା ପରେ…

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ଗାଡ଼କଣରେ ହିତାଧିକାରୀଙ୍କୁ ଦେବେ ପିଏମ ଆବାସ

ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିଲେ । ମୋଦିଙ୍କୁ ସ୍ବାଗତ କରିବାକୁ ବିମାନ ବନ୍ଦରରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବରିଷ୍ଠ ଅଧିକାରୀ ।  ଏୟାରପୋର୍ଟରୁ ସିଧା ଗାଡ଼କଣ…

ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଟ୍ବିଟ୍‌, କହିଲେ – ‘ସୁଭଦ୍ରା ଯୋଜନା ନାରୀ ସଶକ୍ତୀକରଣକୁ…

ଭୁବନେଶ୍ୱର : ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବେ। ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଟ୍ବିଟ୍‌ କରିଛନ୍ତି ।…

ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’…

G-7 ସମ୍ମିଳନୀରେ ମୋଦି କ୍ରେଜ୍; ଦ୍ବି ପାକ୍ଷିକ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗରେ କଲେ ଆଲୋଚନା

ନୂଆଦିଲ୍ଲୀ : G-7 ସମ୍ମିଳନୀରେ ମୋଦି କ୍ରେଜ୍ । ଜି-୭ର ସମସ୍ତ ରାଷ୍ଟ୍ରମୁଖ୍ୟଙ୍କୁ ସମ୍ମିଳନୀ ଅବସରରେ ଦ୍ବିପାକ୍ଷିକ ଭେଟି ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଳ, ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କ, ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ, ଫ୍ରାନ୍ସ…

ଶ୍ରୀକ୍ଷେତ୍ରରେ ପ୍ରଧାନମନ୍ତ୍ରୀ, ବାଲୁକାକଳାରେ ମୋଦିଙ୍କୁ ସ୍ଵାଗତ କଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ (କେନ୍ୟୁଜ): ପୁରୀ ପ୍ରଧାନମନ୍ତ୍ରୀ ମୋଦି । ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ଵାଗତ କରିଛନ୍ତି ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ନୀଳାଦ୍ରି ବେଳାଭୂମିରେ ସୁଦର୍ଶନଙ୍କ ଏହି ବାଲୁକାକଳାଟିରେ ୨୦୦୦…

ଆଜି ଭୁବନେଶ୍ବରରେ ପହଞ୍ଚିବେ ମୋଦି, ରାଜଭବନରେ କରିବେ ରାତ୍ରିଯାପନ

ଭୁବନେଶ୍ବର (କେନ୍ୟୁଜ): ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ । ଆଜି ସଂଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ରାଜଭବନରେ ରାତ୍ରିଯାପନ କରିବେ । ଆସନ୍ତାକାଲି ଶ୍ରୀମନ୍ଦିର ଯାଇ…

ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ):  ଆଜି ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ ।  ଆଜିର ଦିନରେ ଚାଷୀ ଭାଇମାନେ ଅକ୍ଷିମୁଠି ଅନୁକୂଳ କରିଥା’ନ୍ତି। ରଥ ନିର୍ମାଣର ଆରମ୍ଭ ବି ଏହି ପବିତ୍ର ଦିନରେ ହୋଇଥାଏ ।  ଅକ୍ଷୟ ତୃତୀୟା…