ଓଡ଼ିଶା ପର୍ବ- ୨୦୨୪ରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଉଦଯାପିତ ହେଲା ଓଡିଶା ପର୍ବ-୨୦୨୪ । ଅନ୍ତିମ ଦିନରେ ସାମିଲ ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀ ଜବାହାରଲାଲ ନେହେରୁ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଉଦଯାପନୀ ସମ୍ବୋଧନରେ ଓଡ଼ିଶା ପର୍ବକୁ ଆସି ଗର୍ବିତ ବୋଲି କହିଛନ୍ତି…