ଯାଜପୁର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଯାଜପୁର (କେନ୍ୟୁଜ୍): ଆସନ୍ତା ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯାଜପୁର ଆସିବା କାର୍ଯ୍ୟକ୍ରମ ରହିଛି । ୫ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ଠାରେ କେତେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ। ଅପରାହ୍ନ ୪ଟାରେ ଏଠାରେ ଆୟୋଜିତ ଏକ ସାଧାରଣ…