Browsing Tag

protem speaker

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଜୁନ ୨୦ରେ ହେବ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର (କେନ୍ୟୁଜ): କାମଚଳା ବାଚସ୍ପତି ଭାବେ ଶପଥ ନେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟପାଳ କରାଇଲେ ଶପଥ ପାଠ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତରେ ନେଲେ ଶପଥ । ଆସନ୍ତା ୧୮ ଓ ୧୯ ତାରିଖରେ ନବ ନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ…