ମାଲକାନଗିରିରେ ଗଡ଼ୁନି ଘରୋଇ ବସ୍, ଲକ୍ଷ୍ମୀ ବସ୍ ସେବାକୁ ବିରୋଧ କରି ବନ୍ଦ ଡାକରା
ମାଲକାନଗିରି: ଗଡ଼ୁନି ଘରୋଇ ବସ୍ । ମାଲକାନଗିରିରେ ଲକ୍ଷ୍ମୀ ବସ୍ ସେବାକୁ ବିରୋଧ । ଆଜିଠାରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଜିଲ୍ଲାରେ ଘରୋଇ ବସ ମାଲିକ ସଂଘର ବନ୍ଦ ଡାକରା । ଜିଲ୍ଲାରେ ଏସି ଲକ୍ଷ୍ମୀ ବସ୍ ସେବାକୁ ବିରୋଧ କରି ଏହି ବନ୍ଦ ଡାକରା ଦିଆଯାଇଛି। ବ୍ଲକରୁ ଜିଲ୍ଲା ସଦର ମହକୁମାକୁ…