ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁ ମୃତ, ୨୦୨୧ ଜାନୁଆରୀ ୨୬ ସମୟରେ ଲାଲକିଲ୍ଲାରୁ ଜାତୀୟ ପତାକା ହଟାଇଥିଲେ ସିଦ୍ଧୁ
ପଞ୍ଜାବୀ ଫିଲ୍ମର ଜଣାଶୁଣା ଅଭିନେତା ଦୀପ ସିଦ୍ଧୁ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ମୃତ ବେଳକୁ ତାଙ୍କୁ ମାତ୍ର ୩୭ ବର୍ଷ ହୋଇଥିଲା। ଦିଲ୍ଲୀରୁ ଭଟିଣ୍ଡା ଯାଉଥିବା ସମୟରେ ସିଦ୍ଧୁଙ୍କ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ରାତି ୯.୩୦ ମିନିଟ ସମୟରେ ସିଦ୍ଧୁଙ୍କ କାର ଏକ ଲରିକୁ…