ଆଜି ପଞ୍ଜାବ କିଙ୍ଗ୍ସକୁ ଭେଟିବ ରାଜସ୍ଥାନ ରୟାଲ୍ସ, ପୂର୍ବ ପରାଜୟର ପ୍ରତିଶୋଧ ନେଇପାରେ RR
ଆଜି ପଞ୍ଜାବ କିଙ୍ଗ୍ସକୁ ଭେଟିବ ରାଜସ୍ଥାନ ରୟାଲ୍ସ। ଆଇପିଏଲ୍ର ୩୨ତମ ଲିଗ୍ ମୁକାବିଲାରେ ପଞ୍ଜାବ କିଙ୍ଗସ୍ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଉଭୟ ଦଳ ପାଇଁ ଏହି ମ୍ୟାଚ୍ ବେଶ୍ ଗୁରୁତ୍ୱ ରଖୁଛି। ଏଣୁ ଆଜି ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ମୁକାବିଲା ଦେଖିବାକୁ ମିଳିବ।…