Below header
Browsing Tag

puri Badadanda

ବଡ଼ଦାଣ୍ଡରେ ଭକ୍ତଙ୍କ ପାଇଁ କରାଯିବ ଶୀତତାପ ନିୟନ୍ତ୍ରଣ ବ୍ୟାରିକେଡ

ପୁରୀ ବଡ଼ଦାଣ୍ଡରେ ଟନେଲ ସଦୃଶ ବ୍ୟାରିକେଡ କରାଯିବ। ଶୀତତାପ ନିୟନ୍ତ୍ରଣ ବ୍ୟାରିକେଡ କରାଯିବ। ମରିଚିକୋଟଠାରୁ ଟନେଲ ଭଳି ଶୀତତାପ ନିୟନ୍ତ୍ରଣ ବ୍ୟାରିକେଡରେ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଭକ୍ତ । ଭିତରେ ସବୁ ପ୍ରକାର ସୁବିଧା ରହିବ। ବର୍ଷ ସାରା ରହିବ ବ୍ୟାରିକେଡ । ଏଥିପାଇଁ…

ରଥଯାତ୍ରାକୁ ନେଇ ପୁଣି ବଢିଲା ଆଶା, ପୁରୀ ବଡ଼ଦାଣ୍ଡ ଖାଲି କରିବାକୁ ପୌରପ୍ରଶାସନର ନିର୍ଦ୍ଦେଶ

ପୁରୀ: ରଥଯାତ୍ରାକୁ ନେଇ ପୁଣି ବଢିଲା ଆଶା। ପୁରୀ ବଡ଼ଦାଣ୍ଡ ଖାଲି କରିବାକୁ ନିର୍ଦ୍ଦେଶ। ସମସ୍ତ ଅସ୍ଥାୟୀ ଦୋକାନ ଓ କ୍ୟାବିନ୍‌ ଉଠାଇବାକୁ ପୌରପ୍ରଶାସନ ପକ୍ଷରୁ ନୋଟିସ୍ ଜାରି‌ କରାଯାଇଛି । ଏହାସହ ଡାକବାଜି ଯନ୍ତ୍ର ମାଧ୍ୟମରେ ଆସ୍ଥାୟୀ ଦୋକାନ ଖାଲି କରିବାକୁ କୁହାଯାଇଛି।…

ଆଉ ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା, ଭକ୍ତଙ୍କୁ ଦର୍ଶନ ଅନୁମତି ନଥିବାରୁ ଗୁରୁବାର ସଂଧ୍ୟାରୁ ଶକ୍ରବାର ସକାଳ ଯାଏ…

ପୁରୀ: ଆଉ ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା । ପ୍ରଥମ ଥର ପାଇଁ ବିନା ଭକ୍ତରେ ସମ୍ପନ୍ନ ହେବାକୁ ଯାଉଛି ଏହି ଯାତ୍ରା । ତେବେ ସୁରକ୍ଷାକୁ ଆଖିରେ ରଖି ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଜାରି ହେବ ୧୪୪ ଧାରା। ଏଥର କରୋନା ମହାମାରୀର ଭୟାବହତାକୁ ନଜରରେ ରଖି…