Below header
Browsing Tag

puri banakalagi niti

ବନକଲାଗି ନୀତିକୁ ନେଇ ତୁଟୁନି ବିବାଦ ! ମଳିନ ପଡିଲାଣି ଓଡିଆ ଜାତିର ମଉଡମଣୀଙ୍କ ଶ୍ରୀମୁଖ

ପୁରୀ (କେନ୍ୟୁଜ): ମହାପ୍ରଭୁଙ୍କ ବନକ ଲାଗି ନୀତିକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଆଜି ବନକ ଲାଗି ହେବ ନାଁ ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ଦତ୍ତ ମହାପାତ୍ର ସେବାୟତ ଗୁରୁବାର ବନକ ଲାଗି କରିବା ଜିଦରେ ରହିଥିବାବେଳ ଦୀର୍ଘ ବର୍ଷ ହେଲା ବୁଧବାର ହୋଇ ଆସୁଥିବାରୁ ଗତକାଲି ବନକ ଲାଗି କରିବା…

ପୁଣି ବିଭ୍ରାଟ ! ଆସନ୍ତାକାଲି ଶ୍ରୀମନ୍ଦିରରେ ବନକଲାଗି ନୀତି କରିବାକୁ ଦତ୍ତମହାପାତ୍ର ନିଯୋଗର ଅନୁରୋଧ

ପୁରୀ (କେନ୍ୟୁଜ):  ଥମୁନି ବନକଲାଗି ବିବାଦ। ଶ୍ରୀମନ୍ଦିରରେ ବନକଲାଗି ନୀତିକୁ ନେଇ ଶେଷ ହୋଇନି ଦ୍ୱନ୍ଦ୍ୱ। ବନକଲାଗି ନୀତି ନେଇ ଏବେ ଅଡୁଆରେ ଶ୍ରୀମନ୍ଦିର ପ୍ରଶାସନ। ଗୋଟେପଟେ ଦତ୍ତ ମହାପାତ୍ର ସେବକ ଗୁରୁବାର ଦିନ ବନକ ଲାଗି ନୀତି କରିବା ଲାଗି ଶ୍ରୀ ମନ୍ଦିର ପ୍ରଶାସନକୁ ଚିଠି ଦେଇଛି।…

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ (କେନ୍ୟୁଜ) : କାଲି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ଆସନ୍ତାକାଲି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥି । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ୨ୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆରମ୍ଭ ହେବ ନୀତି। ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ ।…

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ (କେନ୍ୟୁଜ): ଆଜି ସନ୍ଧ୍ୟାରେ ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ବନକଲାଗି ନୀତି। ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ଡପ ପରେ…

ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ଯାଏଁ ବନ୍ଦ ରହିବ ଦର୍ଶନ

ପୁରୀ (କେନ୍ୟୁଜ): ଆସନ୍ତାକାଲି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ…