Browsing Tag

puri chandan yatra

ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲା: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌):ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି ପାଇଛି । ବିଭିନ୍ନ ମେଡିକାଲରେ ୨୨ ଗୁରୁତର ଆହତଙ୍କ ଚିକିତ୍ସା ଚାଲିଛି । ଏନେଇ ସୂଚନା ଦେଇଛନ୍ତି ଏସଆରସି ସତ୍ୟବ୍ରତ ସାହୁ । ଘଟଣାର ମୁଖ୍ୟ ଅଭିଯୁକ୍ତ…

ଭଉଁରୀ ଯାତ୍ରା ବେଳେ ବାଣ ବିସ୍ଫୋରଣ ଘଟଣା: ୨ ମୃତ, SCBରେ ୮ ଚିକିତ୍ସିତ

ପୁରୀ (କେନ୍ୟୁଜ): ପୁରୀରେ ଭଉଁରୀ ଯାତ୍ରା ବେଳେ ବାଣ ବିସ୍ଫୋରଣ ଘଟଣାରେ ୨ ମୃତ । ୩୫ରୁ ଅଧିକ ଆହତ । ଚନ୍ଦନ ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ଅବସରରେ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଗତକାଲି ରାତିରେ ଘଟିଥିବା ଏହି ଅଘଟଣରେ ୨୦ରୁ ଅଧିକ ଗୁରୁତର ହୋଇଛନ୍ତି। କଟକ ଏସସିବି ଓ ଭୁବନେଶ୍ବରର ଏମସ…

କୋଭିଡ କଟକଣା ମଧ୍ୟରେ ଚାଲିଛି ବାହାର ଚନ୍ଦନଯାତ୍ରା, ଚଳିତବର୍ଷ ମହାପ୍ରଭୁଙ୍କ ଦୁର୍ଲଭ ବେଶରୁ ବଞ୍ଚିତ ଭକ୍ତ

ପୁରୀ: ଆଜି ଶ୍ରୀକ୍ଷେତ୍ରେ ଭଉଁରୀ । ପବିତ୍ର ଅକ୍ଷୟ ତୃତୀୟାରୁ ୨୧ଦିନ ବ୍ୟାପୀ ଚାଲିଥିବା ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଆଜି ହେଉଛି ଅନ୍ତିମ ଦିବସ । ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ନରେନ୍ଦ୍ର ପୁଷ୍କରିଣୀରେ ୨୧ ଘେରା ଚାପ ଖେଳିବେ । ପାଳିଆ ସେବକଙ୍କ ଗହଣରେ ଘଣ୍ଟ, ଛତା କାହାଳୀ ସହ…