ଶ୍ରୀନହରରେ ହେଲା ଗଜପତିଙ୍କ ପୁଷ୍ୟାଭିଷେକ, ସିଂହାସନ ଆରୋହଣ କଲେ ଗଜପତି ଦିବ୍ୟସିଂହ ଦେବ
ପୁରୀ : ଶ୍ରୀନଅରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଛି ଗଜପତିଙ୍କ ପୁଷ୍ୟାଭିଷେକ । ଏଥିପାଇଁ ଶ୍ରୀନହରରେ ଏକ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଥିଲା । ଏହି ଅବସରରେ ଗଜପତି ମହାରାଜା ସିଂହାସନ ଆରୋହଣ କରିବା ସହ ଅଭିଷିକ୍ତ ହୋଇଥିଲେ । ଶ୍ରୀନଅରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ…