Browsing Tag

puri jagannath temple

ଆସିଲା ଆଜ୍ଞାମାଳ, ଶରଧାବାଲିରେ ଦକ୍ଷିଣ ମୋଡ ହେବେ ତିନି ରଥ

ପୁରୀ (କେନ୍ୟୁଜ): ଆରମ୍ଭ ହେଲା ବାହୁଡା ପ୍ରସ୍ତୁତି । ୩ ରଥର ଦକ୍ଷିଣ ମୋଡ ପାଇଁ ବିଜେ ହେଲା ଆଜ୍ଞାମାଳ । ଘଣ୍ଟଘଣ୍ଟା, କାହାଳୀ, ଛତ୍ର ସହ ପଟୁଆରରେ ତିନି ଜଣ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ଧରି ଆସିଥିଲେ । ଗୁଣ୍ଡିଚା ମନ୍ଦିରର ସକାଳ ଧୂପ ସରିବା ପରେ ବିଜେ ହୋଇଥିଲା ଆଜ୍ଞାମାଳ । ପ୍ରଥମେ…

ଆସନ୍ତାକାଲି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା, ଏବେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ପୁରୀ (କେନ୍ୟୁଜ): ଆସନ୍ତାକାଲି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା। ଆଜି ଉଭାଯାତ୍ରାରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। ଚଳିତ ବର୍ଷ ନବଯୌବନ ଦର୍ଶନ ୨ ଦିନ ପଡୁଥିବାରୁ ଆଜି ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିପାରିବ ଭକ୍ତ। ଆସନ୍ତାକାଲି ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ପ୍ରସ୍ତୁତିକୁ ଦୃଷ୍ଟିରେ…

ଆଜି ଅଣସରର ତ୍ରୟୋଦଶୀ ତିଥି, ମହାପ୍ରଭୁଙ୍କ ଘଣା ଲାଗି ନୀତି

ପୁରୀ(କେନ୍ୟୁଜ): ସୁସ୍ଥ ହେଲେ ମହାପ୍ରଭୁ, ଆଜି ମହାପ୍ରଭୁଙ୍କ ଘଣା ଲାଗି ନୀତି। ଅଣସରର ତ୍ରୟୋଦଶୀ ତିଥି ଅବସରରେ ମହାପ୍ରଭୁଙ୍କ ଘଣା ଏବଂ ଖଳିପ୍ରସାଦ ଲାଗି ନୀତି କରାଯିବ। ଅଣସର ତ୍ରୟୋଦସୀରେ ଘଣା ଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର, ଖଳି ପ୍ରସାଦ ଓ ଖଡି ପ୍ରସାଦ ଲାଗି ହେବ। ଅଣସର…

ମହାପ୍ରଭୁଙ୍କ ସ୍ନାନଯାତ୍ରା ଉପଲକ୍ଷେ ସେନାପଟା ଓ ବାହୁଟ ପାଇଁ ଶ୍ରୀକ୍ଷେତ୍ର ଗଲା ବଉଳ କାଠ

ପୁରୀ(କେନ୍ୟୁଜ) : ଗତକାଲି ଶନିବାର ଶ୍ରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସ୍ନାନଯାତ୍ରା ଉପଲକ୍ଷେ ଶ୍ରୀ ଶ୍ରୀସିଦ୍ଧ ବଳରାମ ଦେବଙ୍କ ମନ୍ଦିରଠାରୁ ବଉଳ କାଠ ପାରମ୍ପରିକ ରୀତିନୀତି ଅନୁଯାୟୀ ଶଗଡ଼ରେ ଶ୍ରୀକ୍ଷେତ୍ର ଅଭିମୁଖେ ମେଲାଣି ଦିଆ ଯାଇଛି। ମହାପ୍ରଭୁଙ୍କର ଆସନ୍ତା ସ୍ନାନଯାତ୍ରା ଓ…

ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ, ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ନିଆଯାଇପାରେ…

ପୁରୀ(କେନ୍ୟୁଜ): ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ। ଆଗକୁ ସ୍ନାନଯାତ୍ରା ଓ ରଥଯାତ୍ରା ଆସୁଥିବାରୁ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ନୀଳାଦ୍ରି ଭକ୍ତ ନିବାସରେ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ବୈଠକରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୫୦ ରୁ ଊର୍ଦ୍ଧ୍ଵ ଶ୍ରୀଜଗନ୍ନାଥଙ୍କ ସେବାୟତ, ବିଭିନ୍ନ ପ୍ରସଙ୍ଗରେ କଲେ ଆଲୋଚନା

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଶ୍ରୀଜଗନ୍ନାଥଙ୍କ ସେବାୟତ । ୫୦ ରୁ ଊର୍ଦ୍ଧ୍ଵ ସେବାୟତ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ପରିକ୍ରମା ପ୍ରକଳ୍ପ ସମ୍ପର୍କରେ ସୁପ୍ରିମକୋର୍ଟ ଯେଉଁ ରାୟ…

ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସି ଖବର, ସ୍ନାନମଣ୍ଡପରେ ୩ ଘଣ୍ଟା ଧରି ମହାପ୍ରଭୁଙ୍କୁ ଦର୍ଶନ କରିବେ କିନ୍ତୁ…

ପୁରୀ (କେନ୍ୟୁଜ): ଆସନ୍ତା ଜୁନ୍‌ ୧୪ ତାରିଖରେ ହେବ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ନୀତି ସବ୍‌କମିଟି ପରେ ଛତିଶା ନିଯୋଗ ବୈଠକ ବସିଥିଲା । ଦେବସ୍ନାନ…

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ…

ପୁରୀ(କେନ୍ୟୁଜ୍‌): ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଜ୍ୟେଷ୍ଠ କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ…

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଉତ୍ସବ

ପୁରୀ(କେନ୍ୟୁଜ୍‌): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଉତ୍ସବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଭିନ୍ନ ନୀତିକାନ୍ତି ସରିବା ପରେ ଅପରାହ୍ନ ୧ଟା ୩୦ରେ ବିମାନ ବିଜେ, ୨ଟାରେ ବିମାନ ଉଠିବା ନୀତି ନିର୍ଘଣ୍ଟ ହୋଇଛି। ପାରମ୍ପରିକ ବାଦ୍ୟ ତଥା ଭଜନ, କୀର୍ତ୍ତନ ପଟୁଆାରରେ ମଦନମୋହନ, ରାମକୃଷ୍ଷ, ଭୂଦେବୀ,…

ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପୂର୍ବ ପରି ଜାରି ରହିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ(କେନ୍ୟୁଜ୍‌): ଜାରି ରହିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ପୂର୍ବ ପରି ପରିକ୍ରମା ପ୍ରକଳ୍ପ ଜାରି ରହିବ। କାମ ଶୀଘ୍ର ଶେଷ ହେଲେ ଭକ୍ତମାନେ ସୁବିଧା ପାଇପାରିବେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କାମ ଚାଲିବ। ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା…

ବଦଳିବ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ପରିକ୍ରମା ମାର୍ଗ ନକ୍ସା: ୧୦୦ ମିଟର ପରିଧି ବାହାରେ ନିର୍ମାଣ କରାଯିବ ଶ୍ରୀ ଜଗନ୍ନାଥ…

ପୁରୀ(କେନ୍ୟୁଜ୍‌): ବଦଳିବ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ପରିକ୍ରମା ମାର୍ଗ ନକ୍ସା । ୧୦୦ ମିଟର ପରିଧି ବାହାରେ ନିର୍ମାଣ କରାଯିବ ଶ୍ରୀ ଜଗନ୍ନାଥ ଅଭ୍ୟର୍ଥନା ପ୍ରକୋଷ୍ଠ । ଭାରତୀୟ ପ୍ରତ୍ନତତ୍ୱ ସର୍ବେକ୍ଷଣ ସଂସ୍ଥା ମହାନିର୍ଦ୍ଦେଶିକାଙ୍କ ପରାମର୍ଶକୁ ଗ୍ରହଣ କରିଛି ମନ୍ଦିର ପ୍ରଶାସନ ।…

ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଆଜି ପୁରୀ ଆସୁଛନ୍ତି ASIର ୪ ଜଣିଆ ବିଶେଷଜ୍ଞ ଟିମ୍‌, ଶ୍ରୀମନ୍ଦିର ପରିକ୍ରମା…

ପୁରୀ(କେନ୍ୟୁଜ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ କରିବ ASI। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଆଜି ପୁରୀ ଆସୁଛନ୍ତି ASIର ୪ ଜଣିଆ ବିଶେଷଜ୍ଞ ଟିମ୍‌। ଆଞ୍ଚଳିକ ନିର୍ଦ୍ଦେଶକ ଦିଲ୍ଲୀପ ଖମାରୀ, ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଓ ଆସିଷ୍ଟାଣ୍ଟ ସୁପରିଟେଣ୍ଡେଣ୍ଟ ଚିତ୍ତରଞ୍ଜନ…