Below header
Browsing Tag

puri jagannath temple

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି: ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ(କେନ୍ୟୁଜ୍): ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଲେ ଗଜପତି, କହିଲେ: ସମ୍ପୂର୍ଣ୍ଣ ସୁରକ୍ଷିତ ଅଛି

ପୁରୀ (କେନ୍ୟୁଜ୍): ପୁରୀ ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଗଜପତି ମହାରାଜ ଦିବ୍ୟସିଂହ ଦେବ ନିବେଦନ କରିଛନ୍ତି । ସମସ୍ତେ ମିଶି ପ୍ରକଳ୍ପ କାର୍ଯ୍ୟକୁ ଆଗେଇ ନେବା ଉଚିତ । ମହାପ୍ରଭୁଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରାଯିବା ଉଚିତ ନୁହେଁ । ଶ୍ରୀମନ୍ଦିର…

ଆଜି ଦିନ ୧୧ଟାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା

ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିର ଭକ୍ତ ନିବାସରେ ଦିନ ୧୧ଟାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ବୈଠକରେ ୨୦୨୧-୨୨ ଆର୍ଥିକ ବର୍ଷର ସଂଶୋଧିତ ବ୍ୟୟ ଅଟକଳ ଓ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ ଉପରେ ଆଲୋଚନା ହେବ। ଏହାସହ ସେବାୟତ ବିଦ୍ୟାର୍ଥୀଙ୍କ ପାଇଁ ପ୍ରସ୍ତାବିତ ଗୁରୁକୁଳ ଆଶ୍ରମ…

ଶ୍ରୀମନ୍ଦିରରେ ଅଘଟଣ: ଦର୍ଶନ ପାଇଁ ଆସିଥିବା ଭକ୍ତ ଅଚେତ, ଡାକ୍ତରଖାନାରେ ମୃତ ଘୋଷିତ

ପୁରୀ(କେନ୍ୟୁଜ୍): ଜଗା ଦର୍ଶନ ହେଲା ଶେଷ ଦର୍ଶନ । ଶ୍ରୀମନ୍ଦିରରେ ଦର୍ଶନ କରୁଥିବା ବେଳେ ବିମଳା ମନ୍ଦିରଠାରେ ଅଘଟଣ । ଛତିଶଗଡ଼ରୁ ଦର୍ଶନ ପାଇଁ ଆସିଥିବା ଭକ୍ତ ଓ୍ଵାଇ ଜି ମୂର୍ତ୍ତି ଅଚେତ ହୋଇଥିଲେ । ତୁରନ୍ତ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଡାକ୍ତରଖାନାରେ ତାଙ୍କୁ ମୃତ…

ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ପାଇଁ ଶ୍ରୀମନ୍ଦିର ସମେତ ଯାଗା ଆଖଡା ଉତ୍ସବ ମୁଖର, ପାଳନ ହେଉଛି ସ୍ୱତନ୍ତ୍ର…

ପୁରୀ(କେନ୍ୟୁଜ): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଶ୍ରୀ ହନୁମାନ ଜୟନ୍ତୀ । ଏଥିପାଇଁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ଯାଗା ଆଖଡା ଉତ୍ସବ ମୁଖର । ଆଜି ଶ୍ରୀମନ୍ଦିର ପାଳନ ହେବ ସ୍ୱତନ୍ତ୍ର ନୀତିକାନ୍ତି । ସକାଳ ଧୂପ ସରିବା ପରେ ଦକ୍ଷିଣ ଘରେ ଥିବା ଶ୍ରୀ ହନୁମାନଙ୍କୁ ରତ୍ନ…

ଶ୍ରୀମନ୍ଦିର ରୋଷଘର ଚୁଲିଭଙ୍ଗା ଘଟଣା: ପ୍ରାଥମିକ ପର୍ଯ୍ୟାୟରେ ୪ଜଣ ପ୍ରମୁଖ ସେବକଙ୍କୁ ପଚରାଉଚରା

ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିର ରୋଷଘର ଚୁଲିଭଙ୍ଗା ଘଟଣା । ଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ ପରେ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ସୁରକ୍ଷା ପ୍ରଶାସକଙ୍କ ଦ୍ୱାରା ଆରମ୍ଭ ହୋଇଛି ତଦନ୍ତ । ପ୍ରାଥମିକ ପର୍ଯ୍ୟାୟରେ ରୋଷଘର ସହ ସଂପୃକ୍ତ ଥିବା ୪ଜଣ ପ୍ରମୁଖ ସେବକଙ୍କୁ ପଚରାଉଚରା କରାଯାଇଛି ।…

ଶ୍ରୀମନ୍ଦିର ରୋଷଘରେ ପଶି ୬୦ରୁ ଅଧିକ ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ

ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ। ରୋଷ ଘରେ କୋଠଭୋଗ ପ୍ରସ୍ତୁତ କରାଯାଉଥିବା ୬୦ରୁ ଅଧିକ ଚୁଲି ଭଙ୍ଗାରୁଜା କରିଛନ୍ତି। ଗତକାଲି ରାତିରେ ହୋଇଛି ଭଙ୍ଗାରୁଜା। ମହାପ୍ରଭୁଙ୍କ ବଡସିଂହାର ବେଶ ପରେ ପହୁଡ ନୀତି ସମୟରେ ରୋଷଘର ଧୋପଖାଳ ହେବା ପରେ ଏଭଳି ଅଭାବନୀୟ…

ପୁରୀ ଗସ୍ତରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଶ୍ରୀ ବିଶ୍ଵଭୂଷଣ ହରିଚନ୍ଦନ, ଶ୍ରୀମନ୍ଦିର ଯାଇ ଶ୍ରୀ ଜୀଉଙ୍କୁ କଲେ ଦର୍ଶନ

ପୁରୀ(କେନ୍ଯୁଜ୍): ପୁରୀ ଗସ୍ତରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଶ୍ରୀ ବିଶ୍ଵଭୂଷଣ ହରିଚନ୍ଦନ । ସର୍କିଟ ହାଉସରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥଲା । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ମିହିର କୁମାର ପଣ୍ତା…

ଶ୍ରୀମନ୍ଦିର ଆଇନର ସଂଶୋଧନକୁ ବିରୋଧ କରି ଦାୟର ମାମଲା: ପ୍ରତିପକ୍ଷଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ପୁରୀ(କେନ୍ଯୁଜ୍): ଶ୍ରୀଜଗନ୍ନାଥ ମନ୍ଦିର ଆଇନର ସଂଶୋଧନକୁ ବିରୋଧ କରି ଦାୟର ମାମଲାରେ ପ୍ରତିପକ୍ଷଙ୍କୁ ଜବାବ ତଲବ କରିଛନ୍ତି ହାଇକୋର୍ଟ । ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଆର.କେ.ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଦିଲ୍ଲୀପ କୁମାର ବରାଳଙ୍କ ଆବେଦନର ଶୁଣାଣି କରି…

ଆଜି ଫାଲଗୁନ ଶୁକ୍ଲ ସପ୍ତମୀ: ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ ଟାରୁ ରାତି ୮ଟା…

ପୁରୀ(କେନ୍ଯୁଜ୍): ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଆଜି ଫାଲଗୁନ ଶୁକ୍ଲ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ହେବ ବନକଲାଗି ନୀତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ…

ଆଜି ବି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡସ୍ନାନ: ଭଣ୍ଡାର ଘର ନିକଟରେ କେହି ବାନ୍ତି କରିଦେଇଥିବାରୁ ନୀତି ବିଳମ୍ବ

ପୁରୀ(କେନ୍ଯୁଜ୍): ଆଜି ମଧ୍ୟ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡସ୍ନାନ। ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହୋଇ ବେଶ ମଇଲମ ଚାଲିଥିବାବେଳେ ଭଣ୍ଡାର ଘର ନିକଟରେ କେହି ଜଣେ ବାନ୍ତି କରିଦେଇଥିଲା। ଫଳରେ ମହାପ୍ରଭୁଙ୍କ ନୀତି ବନ୍ଦ କରାଯାଇଥିଲା। ମହାସ୍ନାନ ପାଇଁ ୧ ଘଣ୍ଟା ବନ୍ଦ ରହିଥିଲା…

ପୁରୀ ଶ୍ରୀମନ୍ଦିରରେ ରକ୍ତଛିଟା: ମହାସ୍ନାନ କଲେ ଶ୍ରୀଜିଉ, ନୀତି ସାମାନ୍ୟ ବିଳମ୍ବ

ପୁରୀ (କେନ୍ଯୁଜ୍): ପୁରୀ ଶ୍ରୀମନ୍ଦିରରେ ରକ୍ତଛିଟା। ଭିତରକାଠ ନିକଟରେ ରକ୍ତଛିଟା ଦେଖିବା ପରେ ଶ୍ରୀଜିଉଙ୍କର ମହାସ୍ନାନ ହୋଇଛି। ଯାହାଦ୍ବାରା ନୀତିରେ ସାମାନ୍ୟ ବିଳମ୍ବ ହୋଇଛି। ମହାସ୍ନାନ ନୀତି ସମ୍ପୂର୍ଣ୍ଣ ହେବା ପରେ ପୁଣି ସାଧାରଣ ଭକ୍ତଙ୍କୁ ଦର୍ଶନ ପାଇଁ ମନ୍ଦିର ଭିତରକୁ ଯିବାକୁ…