ରଥାଯାତ୍ରା ପାଇଁ ଆକ୍ସନ ପ୍ଲାନ, କାମ ସାରିବାକୁ ଡେଡଲାଇନ୍ ଦେଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର : ରଥାଯାତ୍ରା ପାଇଁ ଆକ୍ସନ ପ୍ଲାନ । କାମ ସାରିବାକୁ ଡେଡଲାଇନ୍ ଦେଲେ ମୁଖ୍ୟ ଶାସନ ସଚିବ । ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ପୁରୀ ଶ୍ରୀକ୍ଷେତ୍ର । ରୁଖୁରୁରେ ସମ୍ପନ୍ନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଚତୁର୍ଥ ପ୍ରସ୍ତୁତି ବୈଠକ…