ରଥଯାତ୍ରା ପୂର୍ବରୁ ଚାଲିଲା ମକଡ୍ରିଲ୍, ପୋଲିସ ଓ ପାରାମିଲିଟାରୀ ଫୋର୍ସ ସାମିଲ
ପୁରୀ(କେନ୍ୟୁଜ୍): ଗୁଣ୍ଡିଚା ଯାତ୍ରା ଦିନ କିଭଳି ଶୃଙ୍ଖଳିତ ଭାବେ ଟଣାଯିବ ରଥ । ତା ପୂର୍ବରୁ ଚାଲିଛି ମକଡ୍ରିଲ୍। ପୁରୀ ରିଜର୍ଭ ପୋଲିସ ଲାଇନ ପଡ଼ିଆରେ ରଥ ଟଣା ମକଡ୍ରିଲ କରାଯାଉଛି । ତିନି ରଥର ସୁରକ୍ଷା, ରଥର ଇନର୍ ଓ ଆଉଟର କର୍ଡନ ଏବଂ ଜେନେରାଲ କର୍ଡନ ଦାୟିତ୍ୱରେ ଯେଉଁ ପୋଲିସ ଅଧିକାରୀ…