ଆଜି ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ
ପୁରୀ: ଆଜି ମହାପ୍ରଭୁଙ୍କ ଆଡପ ମଣ୍ଡପ ବିଜେ ନୀତି । ଆଜି ମହାପ୍ରଭୁ ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିବେ । ଅପରାହ୍ନ ୨ଟା ସୁଦ୍ଧା ଆଡପ ମଣ୍ଡପ ବିଜେ ନୀତି ସରିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ତିନି ରଥ ଗୁଣ୍ଡିଚା ମନ୍ଦିର ନିକଟରେ ଲାଗିବା ପରେ ରଥ…