ପୁରୀ ସମୁଦ୍ରରେ ଅଘଟଣ, ଗାଧୋଇବା ବେଳେ ବୁଡ଼ିଗଲେ ପର୍ଯ୍ୟଟକ
ପୁରୀ: ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ସ୍ନାନ କରୁଥିବା ବେଳେ ବୁଡ଼ିଗଲେ ପର୍ଯ୍ୟଟକ । ପୁରୀ ସ୍ବର୍ଗଦ୍ବାର ସମୁଦ୍ର କୂଳ ସେକ୍ଟର ୯ରେ ଘଟିଛି ଘଟଣା । ଲାଇଫଗାର୍ଡ ମାନେ ସମୁଦ୍ର ଭିତରକୁ ଯାଇ ତୁରନ୍ତ ପର୍ଯ୍ୟଟକଙ୍କୁ ଉଦ୍ଧାର କରି ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ।…