ଶ୍ରୀମନ୍ଦିର କର୍ମଚାରୀଙ୍କ ପାଇଁ ଜାରିହେଲା ୫ ସୂତ୍ରୀ ଗାଇଡଲାଇନ, ଡ୍ୟୁଟି ସମୟରେ ପାନ-ଗୁଟଖା ମନା
ପୁରୀ : ଶ୍ରୀମନ୍ଦିର କର୍ମଚାରୀଙ୍କ ପାଇଁ ଜାରିହେଲା ନୂଆ ଗାଇଡଲାଇନ । ୫ ସୂତ୍ରୀ ଗାଇଡଲାଇନ ଜାରିକଲା ଶ୍ରୀମନ୍ଦିର ପ୍ରଶାସନ । ଡ୍ଯୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ…