ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ଟ୍ରାଫିକ୍ କଟକଣା, ଜାଣନ୍ତୁ କେଉଁଠି କରିବେ ଗାଡି ପାର୍କିଂ
ପୁରୀ(କେନ୍ୟୁଜ): ଆସନ୍ତାକାଲି ହେଉଛି ଶ୍ରୀଜିଉଙ୍କ ସ୍ନାନଯାତ୍ରା । ରତ୍ନ ସିଂହାସନରେ ଦର୍ଶନ ଦେଉଥିବା ଚତୁର୍ଦ୍ଧାମୂର୍ତ୍ତି ଆଜି ଅଗଣିତ ଭକ୍ତଙ୍କୁ ସ୍ନାନବେଦିରୁ ଦର୍ଶନ ଦେବେ । ସ୍ନାନପୂର୍ଣ୍ଣିମା ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଏଥିପାଇଁ ଟ୍ରାଫିକ ବ୍ୟବସ୍ଥାକୁ କଡାକଡି…