Browsing Tag

puri snana yatra

ସ୍ନାନଯାତ୍ରା ପାଇଁ ନୀତି ନିର୍ଘଣ୍ଟ: ଭୋର ୪ଟାରୁ ୬ଟା ଭିତରେ ଆରମ୍ଭ ହେବ ପହଣ୍ଡି

ପୁରୀ(କେନ୍ୟୁଜ୍): ସ୍ନାନଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଭୋର ୪ଟାରୁ ୬ଟା ଭିତରେ ଆରମ୍ଭ ହେବ ପହଣ୍ଡି । ଏହାପରେ ମଙ୍ଗଳ ଆଳତୀ, ମଇଲମ, ତଡପଲାଗି, ଅଧରପୋଛା, ଅବକାଶ ଆଦି ନୀତି ସମ୍ପାଦିତ ହେବ । ସକାଳ ସାଢ଼େ ୯ଟାରୁ ସାଢ଼େ ୧୧ଟା ଭିତରେ ଶ୍ରୀଜିଉଙ୍କୁ ଜଳବିଜେ, ପୂଜା ଓ ସ୍ନାନ…

ମଧ୍ୟାହ୍ନ ୧୨ଟା ନୁହେଁ ଅପରାହ୍ନ ୩ଟା ଯାଏଁ ଆଜି ଜଗା ଦର୍ଶନ ବନ୍ଦ, ଜାଣନ୍ତୁ ଆସନ୍ତାକାଲି ସ୍ନାନଯାତ୍ରାର ନୀତିକାନ୍ତି…

ପୁରୀ(କେନ୍ୟୁଜ): ଆଜି ଅପରାହ୍ନ ୩ଟା ଯାଏଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ। ସ୍ନାନଯାତ୍ରା ପରିପ୍ରେକ୍ଷୀରେ ଚାରମାଳ ବନ୍ଧା ଓ ସେନାପଟା ଲାଗି ନୀତି ନିମନ୍ତେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି। ରତ୍ନ ସିଂହାସନରୁ ସ୍ନାନ ମଣ୍ଡପକୁ ପହଣ୍ଡି ବିଜେ କରିବେ ମହାପ୍ରଭୁ। ସ୍ନାନମଣ୍ଡପରେ ୧୦୮…

ଆଜି ଶ୍ରୀମନ୍ଦିରରେ ଦଇତାପ୍ରବେଶ ନୀତି: ଦେବସ୍ନାନ ପୂର୍ଣ୍ଣିମା ଠାରୁ ଆରମ୍ଭ କରି ନୀଳାଦ୍ରି ବିଜେ ଯାଏ ହେବ ଅନୁଷ୍ଠିତ

ପୁରୀ: ଆଜି ଶ୍ରୀମନ୍ଦିରରେ ଦଇତାପ୍ରବେଶ ନୀତି। ରଥଯାତ୍ରାରେ ଦେବସ୍ନାନ ପୂର୍ଣ୍ଣିମା ଠାରୁ ଆରମ୍ଭ କରି ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତିକାନ୍ତି ପାଇଁ ଶ୍ରୀମନ୍ଦିରରେ ଦଇତାପ୍ରବେଶ ନୀତି ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ମଙ୍ଗଳ ଆଳତି ପରେ ଦଇତାପତି ପ୍ରବେଶ ନୀତି ଅନୁଷ୍ଠିତ ହେବ। ପରେ…

ସ୍ନାନ ମଣ୍ଡପକୁ ଆସିଲେନି ଗଜପତି ମହାରାଜ, ପ୍ରତିନିଧି ଭାବେ ମୁଦିରସ୍ତ ତୁଲାଇଲେ ସେବା

ପୁରୀ: ସ୍ନାନ ମଣ୍ଡପକୁ ସେବା ପାଇଁ ଆସିଲେନି ଗଜପତି ମହାରାଜ। ମହାରାଜଙ୍କ ପ୍ରତିନିଧି ଭାବେ ମୁଦିରସ୍ତ ତୁଲାଇଲେ ସେବା । ଶଙ୍କରାଚାର୍ଯ୍ୟ ମଧ୍ୟ ସ୍ନାନଦେବୀକୁ ନଆସିବା ନେଇ ସୂଚନା ମିଳିଛି । ତେବେ ଗଜପତି ମହାରାଜ ନଆସିବା ନେଇ ଚର୍ଚ୍ଚା ଜୋର ଧରିଛି । ଅପରପଟେ ନିର୍ଦ୍ଧାରିତ ସମୟରେ ଚାଲିଛି…

୧୦୮ ଗରା ସୁବାସିତ ଜଳରେ ସ୍ନାନ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି, କିଛି ସମୟ ପରେ ଗଜ ଦେଶରେ ଦେବେ ଦର୍ଶନ

ପୁରୀ : ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି । ରତ୍ନସିହ୍ନାସନରୁ ଶ୍ରୀଜିଉମାନେ ଧାଡି ପହଣ୍ଡିରେ ଆସି ସ୍ନାନମଣ୍ଡପରେ ବିରାଜମାନ କରିଛନ୍ତି। ପ୍ରତିବର୍ଷ ଭଳି ଆଜି ମଧ୍ୟ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଏଥିମଧ୍ୟରୁ ବଡ଼ ଠାକୁର ବଳଭଦ୍ରଙ୍କର ୩୩, ମହାପ୍ରଭୁ…

ଆଜି ଦେବ ସ୍ନାନ ପୂର୍ଣ୍ଣିମା: ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, କରୋନା କଟକଣା ଯୋଗୁ ବିନା ଭକ୍ତରେ ହେଉଛି…

ପୁରୀ: ଆଜି ମହାପ୍ରଭୁଙ୍କ ସ୍ନାନଯାତ୍ରା । ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି। ବିଳମ୍ବିତ ରାତିରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଶେଷ ହୋଇଛି । ଚଳିତବର୍ଷ କରୋନା କଟକଣା ଯୋଗୁ ବିନା ଭକ୍ତରେ ହେଉଛି ନୀତିକାନ୍ତି । ପ୍ରତିବର୍ଷ ଭଳି ଆଜି ମଧ୍ୟ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ…

ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ପାଇଁ ବିଳମ୍ବିତ ରାତିରେ ହେବ ପହଣ୍ଡି

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା । ଏହି ସ୍ନାନଯାତ୍ରା ସମୟରେ ଲକ୍ଷାଧିକ ଭକ୍ତଙ୍କ ଭିଡ ଜମିଥାଏ । କିନ୍ତୁ କରୋନା କଟକଣା ପାଇଁ  ମହାପ୍ରଭୁଙ୍କ ସ୍ନାନଯାତ୍ରା ଦେଖିବାକୁ ବଞ୍ଚିତ ହେବେ ଭକ୍ତ ଓ ଶ୍ରଦ୍ଧାଳୁ। ଚଳିତ ବର୍ଷ ପ୍ରଥମ ଥର ପାଇଁ ବିଳମ୍ବିତ ରାତିରେ ପହଣ୍ଡି ହେବ ।…

ଆଉ ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା, ଭକ୍ତଙ୍କୁ ଦର୍ଶନ ଅନୁମତି ନଥିବାରୁ ଗୁରୁବାର ସଂଧ୍ୟାରୁ ଶକ୍ରବାର ସକାଳ ଯାଏ…

ପୁରୀ: ଆଉ ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା । ପ୍ରଥମ ଥର ପାଇଁ ବିନା ଭକ୍ତରେ ସମ୍ପନ୍ନ ହେବାକୁ ଯାଉଛି ଏହି ଯାତ୍ରା । ତେବେ ସୁରକ୍ଷାକୁ ଆଖିରେ ରଖି ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଜାରି ହେବ ୧୪୪ ଧାରା। ଏଥର କରୋନା ମହାମାରୀର ଭୟାବହତାକୁ ନଜରରେ ରଖି…

ସ୍ନାନଯାତ୍ରା ପାଇଁ ନିୟୋଜିତ ସୀମିତ ସଂଖ୍ୟକ ଦଇତାପତି ସେବାୟତଙ୍କର ଆଜି ହେବ କୋଭିଡ ଟେଷ୍ଟ

ପୁରୀ: ସ୍ନାନଯାତ୍ରା ପାଇଁ ସୀମିତ ସଂଖ୍ୟକ ସେବାୟତ ସେବାନୀତି କରିବା ପାଇଁ ନିଷ୍ପତ୍ତି ହୋଇଛି । କରୋନା ମହାମାରୀକୁ ଆଖିରେ ରଖି ଏହି ନିଷ୍ପତ୍ତି  ନିଆଯାଇଥିବାବେଳେ, ନିୟୋଜିତ ସମସ୍ତ ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବ । ଦଇତାପତି ସେବାୟତଙ୍କର ଏହି ଟେଷ୍ଟ ଆଜି ଓ ଆସନ୍ତାକାଲି ହେବ। ଏହା…

ପୁରୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ନିୟୋଜିତ ରହିବେ ୧୫୦ ଦଇତା ସେବାୟତ, ଚୂଡ଼ାନ୍ତ ହେଲା ତାଲିକା

ପୁରୀ: ପୁରୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ନିୟୋଜିତ ରହିବେ ୧୫୦ ଦଇତା ସେବାୟତ । ଶ୍ରୀଜଗନ୍ନାଥଙ୍କ ସେବାରେ ୬୦, ଶ୍ରୀବଳଭଦ୍ରଙ୍କ ସେବାରେ ୫୦, ଦେବୀ ସୁଭଦ୍ରାଙ୍କ ନୀତିରେ ୩୦ ଜଣ ଓ ଶ୍ରୀସୁଦର୍ଶନଙ୍କ ନୀତିରେ ୧୦ ଜଣ ଦଇତାପତି ରହିବେ । ଏନେଇ ଦଇତାପତି ନିଯୋଗର ତାଲିକା ଚୂଡ଼ାନ୍ତ…

ଆଜିଠୁ ପୁଣି ରଥଖଳାରେ ଆରମ୍ଭ ହୋଇଛି ରଥ କାମ

ପୁରୀ: ଆଜି ସକାଳୁ ଆରମ୍ଭ ହୋଇଛି ରଥ କାମ। ବାତ୍ୟା ଅମ୍ଫନ ଯୋଗୁ ଗତକାଲି ରଥ ନିର୍ମାଣ କାମ ବନ୍ଦ କରାଯାଇଥିଲା । ଲଗାଣ ବର୍ଷା ଓ ପବନ ଲାଗି ରହିଥିଲା ପୁରୀରେ। ତେବେ ପ୍ରବଳ ବର୍ଷା ଫଳରେ ଜଳମଗ୍ନ ହୋଇ ଯାଇଥିଲା ରଥଖଳା । ଯାହାଫଳରେ ରଥ ନିର୍ମାଣ କାମ ବନ୍ଦ ରଖାଯାଇଥିଲା । ଅପରପଟେ…