ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ
ପୁରୀ (କେନ୍ୟୁଜ ): ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏହା ଅତ୍ୟନ୍ତ ଗୁପ୍ତ ନୀତି…