puri sri mandir

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ରଥଯାତ୍ରା ନୀତି ନିର୍ଘଣ୍ଟକୁ ମିଳିପାରେ ଅନୁମୋଦନ

ପୁରୀ : ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଦିନ ୧୧ଟାରେ ନୀଳାଦ୍ରି ଭକ୍ତନିବାସରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ…

1 day ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ମହାପ୍ରଭୁ ଜ୍ବରରେ ପୀଡିତ ହୋଇଛନ୍ତି। ଏହାପରେ…

3 days ago

ଶ୍ରୀ ବିଗ୍ରହମାନଙ୍କ ସେନାପଟା ଲାଗି ନୀତି, ଆଜି ରାତି ୧୨ରୁ କାଲି ଦିନ ୧୧ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ

ପୁରୀ (କେନ୍ୟୁଜ): ଆଉ ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା । ଆଜିଠୁ ଆରମ୍ଭ ହୋଇଛି ଦେବସ୍ନାନ ପୂର୍ଣ୍ଣିମା ନେଇ ପ୍ରସ୍ତୁତି । ଆସନ୍ତା କାଲି ଶ୍ରୀ ବିଗ୍ରହମାନଙ୍କ…

6 days ago

ଦିନକ ପରେ ପବିତ୍ର ସ୍ନାନଯାତ୍ରା, ଆଜି ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି

ପୁରୀ (କେନ୍ୟୁଜ): ଦିନକ ପରେ ପବିତ୍ର ସ୍ନାନଯାତ୍ରା । ଏଥିପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଜୋରାସୋର ପ୍ରସ୍ତୁତି ।  ଏଣେ ଶ୍ରୀମନ୍ଦିରରେ ଆଜି ଦଇତା ପ୍ରବେଶ ନୀତି…

6 days ago

ଶ୍ରୀମନ୍ଦିରରେ ରୁକ୍ମିଣୀହରଣ ଏକାଦଶୀ, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ (କେନ୍ୟୁଜ); ଆଜି ରୁକ୍ମଣୀ ହରଣ ଏକାଦଶୀ । ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ବିବାହ ଉତ୍ସବ। ଶ୍ରୀ ମନ୍ଦିର ସିଂହ ଦ୍ୱାର ସମେତ ଅନ୍ୟ ତିନି ଦ୍ୱାରରେ…

1 week ago

ଚଳଚଞ୍ଚଳ ଶ୍ରୀମନ୍ଦିର: ଆଜି ଦେବୀ ରୁକ୍ମିଣୀଙ୍କୁ ବିବାହ କରିବେ ମହାପ୍ରଭୁ

ପୁରୀ (କେନ୍ୟୁଜ); ଆଜି ଶ୍ରୀମନ୍ଦିରରେ ଜଗନ୍ନାଥଙ୍କ ବିବାହ ଉତ୍ସବ । ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ ।…

1 week ago

ଶ୍ରୀମନ୍ଦିରରେ ଅଣନିଶ୍ୱାସୀ, ଅସମ୍ଭାଳ ଭିଡ଼ ଭିତରେ କିଛି ଶ୍ରଦ୍ଧାଳୁଙ୍କୁ ମେଡିକାଲରେ ଭର୍ତ୍ତି

ପୁରୀ(କେନ୍ୟୁଜ): ଶ୍ରୀମନ୍ଦିରରେ ଅଣନିଶ୍ୱାସୀ । ପାଟଅଗଣାରେ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼ । ତେବେ ଭିଡ଼ ଭିତରେ କିଛି ଶ୍ରଦ୍ଧାଳୁଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ରଜ ଛୁଟିଥିବାରୁ…

1 week ago

ଆଜି ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଉପରେ ହେବ ଆଲୋଚନା

ପୁରୀ (କେନ୍ୟୁଜ): ଆଜି ବସିବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ସନ୍ଧ୍ୟା ୬ଟାରେ ନିଳାଦ୍ରୀ ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ।…

2 weeks ago

ମହାପ୍ରଭୁଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ପ୍ରଭୁଙ୍କ ଆଶୀର୍ବାଦରେ ଏହା ସମ୍ଭବ ହେଇଛି

ପୁରୀ (କେନ୍ୟୁଜ); ଆଜିଠୁ ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ୱାର । ମଙ୍ଗଳ ଆଳତି ପରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲାହେଲା । ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିକ୍ରିୟା…

2 weeks ago

ନରେନ୍ଦ୍ର ପୋଖରୀରେ ବାଣ ଦୁର୍ଘଟଣା: ଗଭୀର ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପୁରୀ (କେନ୍ୟୁଜ): ପୁରୀ ନରେନ୍ଦ୍ର ପୋଖରୀରେ ବାଣ ଦୁର୍ଘଟଣା ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରି ତୁରନ୍ତ…

4 weeks ago

ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ପୋରଣ ଘଟଣା: ଜଣେ ମୃତ, ୩୫ରୁ ଅଧିକ ଆହତ

ପୁରୀ (କେନ୍ୟୁଜ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟ ବାଣ ବିସ୍ପୋରଣ ଘଟଣାରେ ଜଣେ ମୃତ। ୩୫ରୁ ଅଧିକ ଆହତ । ଚନ୍ଦନ ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା…

4 weeks ago

ରଥ କାମ ପାଇଁ ଚଳଚଞ୍ଚଳ ରଥଖଳା: ୪୨ରୁ ୨୪ ତୁମ୍ବ ବୋଳା ଶେଷ

ପୁରୀ (କେନ୍ୟୁଜ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଲାଗି ଜୋରସୋରରେ ଆଗେଇ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ । ଆଜି ପଞ୍ଚମ ଦିନରେ କରତୀ ସେବକ ମାନେ…

1 month ago