Below header
Browsing Tag

puri srimandir

୨୮ରେ ରତ୍ନଭଣ୍ଡାର ଲେଜର ସ୍କାନିଂ, ନାଟମଣ୍ଡପ ବିମ ମରାମତି ବି କରାଯିବ

୨୮ରେ ରତ୍ନଭଣ୍ଡାର ଲେଜର ସ୍କାନିଂ। କାର୍ତ୍ତିକ ପୂର୍ଣ୍ଣମୀ ପରଦିନ ଅର୍ଥାତ ଆସନ୍ତା ୨୮ ତାରିଖରେ କରାଯିବ ରତ୍ନଭଣ୍ଡାରର ଲେଜର ସ୍କାନିଂ। ଏନେଇ ଆଲୋଚନା ପରେ ଏଏସଆଇକୁ ଦାୟିତ୍ଵ ଦିଆଯାଇଛି। ନିର୍ଦ୍ଦିଷ୍ଟ ସମୟ ଦେଖି ଏଏସଆଇ ଏହି କାର୍ଯ୍ୟ କରିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର…

ଶ୍ରୀମନ୍ଦିର ପରିସରରେ ପାନ-ଗୁଟଖା ସମ୍ପୂର୍ଣ୍ଣ ନିଷେଧ, ଜାନୁଆରୀ ୧ରୁ ନିୟମ ଲାଗୁ

ପୁରୀ (କେନ୍ୟୁଜ): ଆଜିଠାରୁ ଶ୍ରୀମନ୍ଦିରରେ ପାନଗୁଟଖା ଉପରେ ଲାଗିଲା କଟକଣା। ପାନଗୁଟଖାକୁ ବ୍ଯାନ୍ କଲା ଶ୍ରୀମନ୍ଦିର ପ୍ରଶାସନ। ବରାହ ପୁରାଣ ଆଧାରରେ କରାଯାଇଛି କଟକଣା। ଜାନୁଆରୀ ୧ରୁ ଡ୍ରେସକୋର୍ଡ ଭଳି ପାନଗୁଟଖାକୁ ସମ୍ପୂର୍ଣ୍ଣ ବ୍ଯାନ୍ କରାଯିବ। ଶ୍ରୀମନ୍ଦିର ଭିତରେ କେହି ପାନଗୁଟଖା…

ଶ୍ରୀମନ୍ଦିରରେ ମଙ୍ଗଳଆଳତୀ ସମୟରେ ଠେଲାପେଲା, ୧୦ରୁ ଅଧିକ ହବିଷ୍ୟାଳୀ ଆହତ

ପୁରୀ (କେନ୍ୟୁଜ): ପୁରୀ ଶ୍ରୀମନ୍ଦିରରେ ମଙ୍ଗଳଆଳତୀ ସମୟରେ ଠେଲାପେଲା। ଘଣ୍ଟିଦ୍ୱାର ଓ ସାତପାହାଚ ନିକଟରେ ଠେଲାପେଲା। ୧୦ରୁ ଅଧିକ ହବିଷ୍ୟାଳୀ ଆହତ । ବଗଲା ଧର୍ମଶାଳା ସରକାରୀ ହବିଷ୍ଯାଳୀ ସେଣ୍ଟରରେ ଥିବା ଜଣେ ହବିଷ୍ଯାଳୀଙ୍କ ଗୋଡରେ ଲାଗିଛି ଶକ୍ତ ଆଘାତ। ଆହତ ହବିଷ୍ୟାଳୀଙ୍କୁ ପୁରୀ ସଦର…

ମୁଖ୍ୟ ପ୍ରଶାସକଙ୍କ ସହ ଆଲୋଚନା ପରେ ତୁଟିଲା ସେବାୟତଙ୍କ ବିବାଦ, ଦୀର୍ଘ ୫ ଘଣ୍ଟା ପରେ ମହାପ୍ରଭୁଙ୍କ ହେଲା ମହାସ୍ନାନ…

ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିରରେ ତୁଟିଲା ସେବାୟତଙ୍କ ବିବାଦ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଛି । ଦୀର୍ଘ ୫ ଘଣ୍ଟା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ସମ୍ପନ୍ନ ହୋଇଛି। ଏହାପରେ ତଡପଲାଗି,ଅବକାଶ ଓ ସୂର୍ଯ୍ୟପୂଜା ଇତ୍ୟାଦି ନୀତିକାନ୍ତି ଆଗେଇଥିଲା।…

ଆଜି ସପ୍ତପୁରୀ ଅମାବାସ୍ୟା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ (କେନ୍ୟୁଜ): ଆଜି ସପ୍ତପୁରୀ ଅମାବାସ୍ୟା । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନିକଟରେ ସପ୍ତପୁରୀ ଭୋଗ ଲାଗି ହୋଇଛି । ଆଜି ଠାକୁରଙ୍କ ଅବକାଶ ନୀତି ସରିବା ପରେ ବେଶ କରାଯାଇଥିଲା । ଗମ୍ଭୀରାରେ ପାଣି ପଡି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଆସିଥିଲା। ଏହାପରେ ଷୋଡଶ…

ଆଜି ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ, ଏନେଇ ଚଳଚଞ୍ଚଳ ଶ୍ରୀମନ୍ଦିର

ପୁରୀ (କେନ୍ୟୁଜ): ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା। ଆଜି ମହାଜନ ସେବକଙ୍କ ଦ୍ଵାରା…

ଆଜି ହେବ ମହାପ୍ରଭୁଙ୍କ ବନକଲାଗି ନୀତି: ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ କରାଯିବ ନୀତି

ପୁରୀ (କେନ୍ୟୁଜ): ଆଜି ଶ୍ରାବଣ ମଳ କୃଷ୍ଣ ନବମୀ ତିଥି । ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ହେବ । ସନ୍ଧ୍ୟା ପାଖାପାଖି ୬ଟାରୁ ରାତି ୧୧ଟା ଭିତରେ ଏହି ନୀତି ସମ୍ପାଦିତ ହେବ । ଏହି ସମୟରେ ବନ୍ଦ ରହିବ…

ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ମହାପ୍ରଭୁଙ୍କ ବନକ ଲାଗି ନୀତି ହେବ ମୁଖ୍ୟ ପ୍ରସଙ୍ଗ

ପୁରୀ(କେନ୍ୟୁଜ୍): ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । କାଲି ପୂର୍ବାହ୍ନ ୧୧ଟାରେ ନୀଳାଦ୍ରି ଭକ୍ତ ନିବାସରେ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ମହାପ୍ରଭୁଙ୍କ ବନକ ଲାଗି ନୀତି ମୁଖ୍ୟ ପ୍ରସଙ୍ଗ ରହିବ । ନୀଳାଦ୍ରି ବିଜେ ପରଠୁ ମହାପ୍ରଭୁଙ୍କ…

ବସିଲା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ, ହେଲେ ଶ୍ରୀମନ୍ଦିର ଚାରି ଦ୍ୱାର କେବେ ଖୋଲିବ ତାହା ସ୍ପଷ୍ଟ ହୋଇନାହିଁ

ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିର ଚାରି ଦ୍ୱାର କେବେ ଖୋଲିବ ତାହା ସ୍ପଷ୍ଟ ହୋଇନାହିଁ । ଆଜି ବସିଥିବା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଶେଷ ହୋଇଥିଲେ ମଧ୍ୟ ସିଂହଦ୍ୱାର ବ୍ୟତୀତ ଅନ୍ୟ କେଉଁ ଦ୍ୱାର ଖୋଲିବ ସେ ନେଇ କୌଣସି ନିଷ୍କର୍ଷ ବାହାରି ପାରିନାହିଁ । ବୈଠକରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ…

ଲୀଳାଖେଳା ସାରି ରତ୍ନ ସିଂହାସନକୁ ଫେରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି, ଆଜିଠୁ ବାହାରିବ ନୀଳାଚଳ ଅବଢା

ପୁରୀ(କେନ୍ୟୁଜ୍): ସରିଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ଫେରିଲେ ମହାବାହୁ । ଆଜିଠୁ ବାହାରିବ ନୀଳାଚଳ ଅବଢା । ଭକ୍ତ ନୀଳାଚଳ ଅବଢା ପାଇ କୃତାର୍ଥ ଅର୍ଜନ କରିବେ । ଦୈନନ୍ଦିନ ଭଳି ଠାକୁରଙ୍କ ନୀତି ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି । ଏପଟେ ଘୋଷଯାତ୍ରା…

ସୁସ୍ଥ ହେଉଛନ୍ତି ଶ୍ରୀବିଗ୍ରହ: ଜ୍ୱରରେ ପୀଡ଼ିତ ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ଆଜି ଲାଗି ହେବ ଓଷ

ପୁରୀ (କେନ୍ୟୁଜ): ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଆଜି ଅନବସର ଷଷ୍ଠୀ ତିଥିରେ ସୁଦୁ ସୁଆରଙ୍କ ଘରୁ ଆସିଥିବା ଓଷ ଲାଗି କରାଯିବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ବେହରଣ ଦ୍ୱାର ଦେଇ ଦଇତାପତି ପ୍ରବେଶ କରି ଓଷ ଲାଗି କରିବେ । ଏହା ଆସନ୍ତା ୩ ଦିନ ଧରି ଚାଲିବ।…