Browsing Tag

puri srimandir

ବସିଲା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ, ହେଲେ ଶ୍ରୀମନ୍ଦିର ଚାରି ଦ୍ୱାର କେବେ ଖୋଲିବ ତାହା ସ୍ପଷ୍ଟ ହୋଇନାହିଁ

ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିର ଚାରି ଦ୍ୱାର କେବେ ଖୋଲିବ ତାହା ସ୍ପଷ୍ଟ ହୋଇନାହିଁ । ଆଜି ବସିଥିବା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଶେଷ ହୋଇଥିଲେ ମଧ୍ୟ ସିଂହଦ୍ୱାର ବ୍ୟତୀତ ଅନ୍ୟ କେଉଁ ଦ୍ୱାର ଖୋଲିବ ସେ ନେଇ କୌଣସି ନିଷ୍କର୍ଷ ବାହାରି ପାରିନାହିଁ । ବୈଠକରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ…

ଲୀଳାଖେଳା ସାରି ରତ୍ନ ସିଂହାସନକୁ ଫେରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି, ଆଜିଠୁ ବାହାରିବ ନୀଳାଚଳ ଅବଢା

ପୁରୀ(କେନ୍ୟୁଜ୍): ସରିଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ଫେରିଲେ ମହାବାହୁ । ଆଜିଠୁ ବାହାରିବ ନୀଳାଚଳ ଅବଢା । ଭକ୍ତ ନୀଳାଚଳ ଅବଢା ପାଇ କୃତାର୍ଥ ଅର୍ଜନ କରିବେ । ଦୈନନ୍ଦିନ ଭଳି ଠାକୁରଙ୍କ ନୀତି ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି । ଏପଟେ ଘୋଷଯାତ୍ରା…

ସୁସ୍ଥ ହେଉଛନ୍ତି ଶ୍ରୀବିଗ୍ରହ: ଜ୍ୱରରେ ପୀଡ଼ିତ ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ଆଜି ଲାଗି ହେବ ଓଷ

ପୁରୀ (କେନ୍ୟୁଜ): ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଆଜି ଅନବସର ଷଷ୍ଠୀ ତିଥିରେ ସୁଦୁ ସୁଆରଙ୍କ ଘରୁ ଆସିଥିବା ଓଷ ଲାଗି କରାଯିବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ବେହରଣ ଦ୍ୱାର ଦେଇ ଦଇତାପତି ପ୍ରବେଶ କରି ଓଷ ଲାଗି କରିବେ । ଏହା ଆସନ୍ତା ୩ ଦିନ ଧରି ଚାଲିବ।…

ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

କାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଆସନ୍ତାକାଲି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥି । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ୨ୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆରମ୍ଭ ହେବ ନୀତି। ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର…

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିର୍ମାଣ ପାଇଁ NMAର ଅନୁମତି, ତିନି ମହଲା କୋଠା ନିର୍ମାଣ ହୋଇପାରିବ

ପୁରୀ(କେନ୍ୟୁଜ୍):ପୁରୀ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିର୍ମାଣ ପାଇଁ ନେସନାଲ ମୋନୁମେଣ୍ଟ ଅଥରିଟି-NMAର ଅନୁମତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିୟନ୍ତ୍ରିତ ଅଞ୍ଚଳରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ-SJTA ଅଫିସ ନିର୍ମାଣ ପାଇଁ ଅନୁମତି ମିଳିଛି । ଶ୍ରୀମନ୍ଦିର ୨୦୦ ମିଟର ପରିଧି…

ଆଜି ଶ୍ରୀମନ୍ଦିରରେ ଶମ୍ଭୁ ଏକାଦଶୀ: ଶ୍ରୀଲୋକନାଥଙ୍କ ମନ୍ଦିରକୁ ବିରାଜିବେ ମଦନମୋହନ, ହର-ହରିଙ୍କୁ ଏକତ୍ର ହେବ…

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ଶମ୍ଭୁ ଏକାଦଶୀ । ହରହରିଙ୍କୁ ଏକତ୍ର ପୂଜାର୍ଚ୍ଚନା କରାଯିବାର ଏହା ହେଉଛି ଅନନ୍ୟ ପରମ୍ପରା । ସୋମବାର ଏକାଦଶୀ ପଡ଼ିଲେ ଶ୍ରୀମନ୍ଦିରରେ ପାଳିତ ହୁଏ ଶମ୍ଭୁ ଏକାଦଶୀ । ଶ୍ରୀମନ୍ଦିର ରେକର୍ଡ ଅଫ ରାଇଟ୍ସ ଅନୁଯାୟୀ ଶମ୍ଭୁ ଏକାଦଶୀରେ ଶ୍ରୀମନ୍ଦିରରୁ…

ରାତି ପାହିଲେ ପବିତ୍ର ଅକ୍ଷୟ ତୃତୀୟା, ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଓ ରଥ ନିର୍ମାଣ କାର୍ଯ୍ୟ ହେବ ଆରମ୍ଭ

ପୁରୀ (କେନ୍ୟୁଜ): ଆଉ ମାତ୍ର ଗୋଟିଏ ଦିନ ପରେ ପବିତ୍ର ଅକ୍ଷୟ ତୃତୀୟା। ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବା ସହ ୨୧ ଦିନ ବ୍ଯାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ।ଏଥିପାଇଁ ସଜେଇ ହୋଇଛି ନରେନ୍ଦ୍ର ପୁଷ୍କରିଣୀ। ନନ୍ଦା ଓ ଭଦ୍ରା ଚାପର ମରାମତି ସହ ରଙ୍ଗ କାର୍ଯ୍ଯ…

ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅର୍ଥ ସବ୍‌ କମିଟି ବୈଠକ ଶେଷ, ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨୬୨କୋଟି ୪୯ ଲକ୍ଷ…

ପୁରୀ(କେନ୍ୟୁଜ୍): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅର୍ଥ ସବ୍‌ କମିଟି ବୈଠକ ଶେଷ। ଏହା ସହ ୨୦୨୨-୨୩ ଆର୍ଥିକ ବର୍ଷର ସଂଶୋଧିତ ବିବରଣୀ ସମ୍ପର୍କରେ ମଧ୍ୟ ଆଲୋଚନା ହୋଉଛି। ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟରେ ୩ଶହ କୋଟି ୭୯ ଲକ୍ଷ ଟଙ୍କାର ଆୟ ରହିଥିବା ବେଳେ…

ଆଜି ଦୋଳ ପୂର୍ଣ୍ଣିମା : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ (କେନ୍ୟୁଜ): ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତ କରାଯାଉଛି । ସକାଳ ୯ଟା ଭିତରେ ଶ୍ରୀଜିଉଙ୍କ ସୁନାବେଶ ବା ରାଜାଧିରାଜ ବେଶ ଶେଷ ହୋଇଛି । ରାତି ୧୦ଟା ୩୫ରେ ସୁନାବେଶ ଓଲାଗି ହେବ । ସକାଳ ଧୂପ ସରିବା ପରେ ଦୋଳଗୋବିନ୍ଦ ଶ୍ରୀଦେବୀ ଓ…

ଶ୍ରୀମନ୍ଦିରରେ ନୀତିକାନ୍ତି ବିଳମ୍ବ: ଆଜି ସକାଳେ ହେଲା କାଲିର ନୀତି, ଦର୍ଶନ ନପାଇ ଭକ୍ତ ଅସନ୍ତୋଷ

ପୁରୀ (କେନ୍ୟୁଜ): ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ସହିତ ନୀତି ଅହେତୁକ ବିଳମ୍ବ ହୋଇଛି। ଗତକାଲି ସରସ୍ୱତୀ ପୂଜା ଓ ଚାଚେରୀ ବେଶ ଯୋଗୁଁ ଆଜି ବିଳମ୍ବ ହୋଇଛି ଶ୍ରୀମନ୍ଦିର ନୀତିକାନ୍ତି । ଗତକାଲିର ନୀତି ଆଜି ସମାପନ ହୋଇଛି। ମନ୍ଦିରର ପହୁଡ଼ ଆଜି ସକାଳ ୫ଟା ୫ ମିନିଟ୍‌ରେ…

ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ାଇବା ଘଟଣା; ୟୁଟ୍ୟୁବର ଅନିମେଶ ଚକ୍ରବର୍ତ୍ତୀଙ୍କୁ ପଶ୍ଚିମବଙ୍ଗରରୁ ଗିରଫ କଲା ପୋଲିସ

ପୁରୀ (କେନ୍ୟୁଜ): ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ ମାମଲା। ପଶ୍ଚିମବଙ୍ଗର ୟୁଟ୍ୟୁବ ବ୍ଲଗର ଅନିମେଶ ଚକ୍ରବର୍ତ୍ତୀଙ୍କୁ ଗିରଫ କଲା ପୁରୀ ପୋଲିସ। କୋଲକାତା ବାରାକପୁରରୁ ଅନିମେଶଙ୍କୁ ଗିରଫ କରାଯାଇଛି। ବାରାକପୁର କମିସନରେଟର ନିମତା ଥାନା ଅଞ୍ଚଳରେ ଅନିମେଶ…

ପୁରୀ ଗଜପତି ମହାରାଜାଙ୍କ ପ୍ରତିନିଧି ଭାବେ ଦାୟିତ୍ୱ ଗ୍ରହଣ କଲେ ନୂଆ ମୁଦିରସ୍ତ

ପୁରୀ (କେନ୍ୟୁଜ): ପୌଷପୂର୍ଣ୍ଣିମା ଅବସରରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପ୍ରତିନିଧି ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ନୂତନ ମୁଦିରସ୍ତ। ଏହି ଅବସରରେ ଗଜପତିଙ୍କ ଶ୍ରୀନଅରରେ ନୂତନ ମୁଦିରସ୍ତଙ୍କ ଶାଢ଼ୀ ବନ୍ଧା ନୀତି ଅନୁଷ୍ଠିତ ହୋଇଛି। ମୁଦିରସ୍ତ ଭାବରେ ନାରାୟଣ ମୁଦିରସ୍ତ…