Browsing Tag

puri temple

ପୁରୀ ଶ୍ରୀମନ୍ଦିର ଉପରେ ପୁଣି ଥରେ ଉଡ଼ିଲା ଡ୍ରୋନ୍, ବେଢ଼ା ଭିତରର ଫଟୋ ଭାଇରାଲ

ପୁରୀ(କେନ୍ୟୁଜ) : ସୋସିଆଲ ମିଡିଆରେ ଶ୍ରୀମନ୍ଦିରର ଡ୍ରୋନ୍ ଚିତ୍ର । ପୁରୀ ଶ୍ରୀମନ୍ଦିର ଉପରେ ପୁଣି ଥରେ ଉଡ଼ିଲା ଡ୍ରୋନ୍ । ସୋସିଆଲ ମିଡିଆରେ ଶ୍ରୀମନ୍ଦିର ବେଢ଼ା ଫଟୋ ଭାଇରାଲ ହୋଇଛି । ଭାଇରାଲ ପରେ ସିଂହଦ୍ବାର ଥାନାରେ ମାମଲା ରୁଜୁ କରାଯାଇଛି । ଶ୍ରୀମନ୍ଦିର ଉପରୁ ଅତି ନିକଟରୁ ଭିଡିଓ…

ପୌଷ ପୂର୍ଣ୍ଣିମାରେ ଆଜି ମହାପ୍ରଭୁଙ୍କ ଦେବାଭିଷେକ ନୀତି, ସୁନାବେଶରେ ଦର୍ଶନ ଦେବେ ଶ୍ରୀଜୀଉ

ପୁରୀ (କେନ୍ୟୁଜ): ଆଜି ପବିତ୍ର ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ । ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ପୂର୍ବଦିନରୁ ଅର୍ଥାତ ଗତକାଲି,ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା…

ପୁରୀ ବାସୀଙ୍କ ପାଇଁ ଖୁସି ଖବର: ଆଜିିଠୁୁ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର

ପୁରୀ (କେନ୍ୟୁଜ): ପୁରୀ ସହରବାସୀଙ୍କ ପାଇଁ ଖୁସି ଖବର । ଆଜିିଠୁୁ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର । କେବଳ ପୁରୀର ଶ୍ରଦ୍ଧାଳୁ ପରିଚୟପତ୍ର ଦେଖାଇ ପଶ୍ଚିମ ଦ୍ୱାର ଦେଇ ମନ୍ଦିର ଭିତରେ ପ୍ରବେଶ କରିବେ । ଏଥିପାଇଁ ବ୍ୟବସ୍ଥା କରିଛି ପ୍ରଶାସନ । ଗତକାଲି ଶ୍ରୀମନ୍ଦିର ପ୍ରଶାସନ…

ମହାପ୍ରଭୁଙ୍କ ଦର୍ଶନ କରି ଭାବବିହ୍ଵଳ ହେଲେ ଅଭିନେତା ଅନୁପମ ଖେର

ପୁରୀ (କେନ୍ୟୁଜ): ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ବଲିଉଡ ଅଭିନେତା ଅନୁପମ ଖେର । ଶ୍ରୀଜିଉଙ୍କ ଆଶୀର୍ବାଦ ଭିକ୍ଷା କଲେ । ମହାପ୍ରଭୁଙ୍କ କୃପା ସମସ୍ତଙ୍କ ଉପରେ ରହୁ । ଏଥିସହ ଦେଶର ସମୃଦ୍ଧି ଲାଗି ମଧ୍ୟ ପ୍ରାର୍ଥନା କରିଥିବା କହିଛନ୍ତି ଅନୁପମ ଖେର। ଶ୍ରୀମନ୍ଦିର…

ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍‌, ଭାଇରାଲ ହେଲା ଶ୍ରୀମନ୍ଦିରର ଭିଡିଓ

ପୁରୀ (କେନ୍ୟୁଜ୍) : ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ଯବସ୍ଥା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍‌। ୟୁଟ୍ଯୁବରେ ଭାଇରାଲ ହେଲା ଡ୍ରୋନରେ ନିଆଯାଇଥିବା ଶ୍ରୀମନ୍ଦିରର ଭିଡିଓ । ଏହାକୁ ଜଣେ ୟୁଟ୍ଯୁବର ନିଜ ୟୁଟ୍ଯୁବରେ ଭିଡିଓ ଅପଲୋଡ଼ କରି ଭାଇରାଲ୍‌ କରିଛି।…

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ବସୁଛି ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ

ପୁରୀ(କେନ୍ୟୁଜ୍): ୧୦ ତାରିଖରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ମହାମହିମ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ପୁରୀରେ ବସୁଛି ନୀତି ସବ୍‌ କମିଟି ଓ ଛତିଶା ନିଯୋଗ ବୈଠକ । ସଂଧ୍ୟା ୫ଟା ୩୦ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ସନ୍ଧ୍ୟା ୭ ଟାରୁ ରାତି ୧୧ ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ

ପୁରୀ (କେନ୍ୟୁଜ): ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଆଜି ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ବନକଲାଗି ନୀତି କରାଯିବ । ଦତ୍ତ ମହାପ୍ରାତ୍ର ସେବାୟତ ବିଭିନ୍ନ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ…

ସୁପ୍ରିମ୍‌କୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ଆଜି ଓଡ଼ିଶା ହାଇକୋର୍ଟଙ୍କ ଆଦେଶ ଉପରେ ରହିତାଦେଶ ଜାରି…

ପୁରୀ(କେନ୍ୟୁଜ୍‌): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ନେଇ ଓଡ଼ିଶା ହାଇକୋର୍ଟଙ୍କ ଆଦେଶ ଉପରେ ରହିତାଦେଶ ଜାରି କରିବାକୁ ସୁପ୍ରିମକୋର୍ଟରେ ଆବେଦନ ଦାଖଲ ହୋଇଛି । ଏ ନେଇ ଆଜି ସୁପ୍ରିମକୋର୍ଟର ଏକ ଗ୍ରୀଷ୍ମ ଅବକାଶ ବେଞ୍ଚରେ ଗୁୁରୁତ୍ୱପୂର୍ଣ୍ଣ ଶୁଣାଣି ହେବ । ଜଷ୍ଟିସ ବି.ଆର. ଗଭାଇ ଓ…

ପୁରୀ ଶ୍ରୀମନ୍ଦିରରେ ରକ୍ତଛିଟା: ମହାସ୍ନାନ କଲେ ଶ୍ରୀଜିଉ, ନୀତି ସାମାନ୍ୟ ବିଳମ୍ବ

ପୁରୀ (କେନ୍ଯୁଜ୍): ପୁରୀ ଶ୍ରୀମନ୍ଦିରରେ ରକ୍ତଛିଟା। ଭିତରକାଠ ନିକଟରେ ରକ୍ତଛିଟା ଦେଖିବା ପରେ ଶ୍ରୀଜିଉଙ୍କର ମହାସ୍ନାନ ହୋଇଛି। ଯାହାଦ୍ବାରା ନୀତିରେ ସାମାନ୍ୟ ବିଳମ୍ବ ହୋଇଛି। ମହାସ୍ନାନ ନୀତି ସମ୍ପୂର୍ଣ୍ଣ ହେବା ପରେ ପୁଣି ସାଧାରଣ ଭକ୍ତଙ୍କୁ ଦର୍ଶନ ପାଇଁ ମନ୍ଦିର ଭିତରକୁ ଯିବାକୁ…

ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ(କେନ୍ଯୁଜ୍) : ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ଏ ନେଇ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ଏହି ଅବସରରେ ମହାପ୍ରଭୁ ସୋଲ, ଜରି ଆଦିରେ ପ୍ରସ୍ତୁତ ଆୟୁଧ, ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ…

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ଓ ଶ୍ରୀମୁଖ ସିଂହାର ନୀତି, ଅପରାହ୍ନ ୫ ଟାରୁ ରାତି ୯ଟା…

ପୁରୀ(କେନ୍ଯୁଜ୍):  ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ଓ ଶ୍ରୀମୁଖ ସିଂହାର ନୀତି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି…

ଖୋଲିବ ଶ୍ରୀମନ୍ଦିର ! ଆଜି ଛତିଶା ନିଯୋଗ ବୈଠକରେ ନିଆଯିବ ନିଷ୍ପତ୍ତି

ପୁରୀ(କେନ୍ଯୁଜ୍): ଖୋଲିବ ଶ୍ରୀମନ୍ଦିର। କୋଭିଡ୍‌ ସଂକ୍ରମଣ ଆଶଙ୍କାରେ ବନ୍ଦ ଥିବା ଶ୍ରୀମନ୍ଦିର ଖୋଲିବା ସମ୍ପର୍କରେ ଆଜି ନିଷ୍ପତ୍ତି ନିଆଯିବ। ଏନେଇ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ବସି ଆଲୋଚନା କରାଯିବ। ଅପରାହ୍ନ ୪ଟା ୩୦ରେ ଭର୍ଚୁଆଲରେ ବୈଠକ ବସିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…