ଅଲ୍ଲୁ ଅର୍ଜୁନ୍ଙ୍କ ଜନ୍ମଦିନରେ ସାମ୍ନାକୁ ଆସିଲା ‘ପୁଷ୍ପା-୨’ର ଟିଜର, ରିଲିଜ୍ ହଉ ହଉ ହେଲା ଭାଇରାଲ୍
ନୂଆଦିଲ୍ଲୀ: ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ୍ଙ୍କୁ କିଏ ବା ନ ଜାଣେ। ନିଜର ଦମ୍ଦାର ଆକ୍ଟିଂ ଯୋଗୁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି ଅଲ୍ଲୁ ଅର୍ଜୁନ୍। ଅଲ୍ଲୁ ଅର୍ଜୁନ୍ଙ୍କ ଫିଲ୍ମ ‘ପୁଷ୍ପା’ ରିଲିଜ୍ ହେବା ପରଠାରୁ ପିଲାଠୁ ବଡ଼ ଲୋକଙ୍କ ଯାଏଁ ସମସ୍ତଙ୍କ ମୁଣ୍ଡରେ ପୁଷ୍ପା ଭୂତ ଚଢ଼ିକି…