Below header
Browsing Tag

pushyaviseka

ଆଜି ପାଳତି ହୋଇଛି ପବିତ୍ର ପୁଷ୍ୟାଭିଷେକ ନୀତି, ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ପ୍ରଭୁ

ଆଜି ପବିତ୍ର ପୌଷ ପୂର୍ଣ୍ଣିମା। ଆଜିର ତିଥିରେ ମହାପ୍ରଭୁଙ୍କ ଅନୁଷ୍ଠିତ ହୋଇଥାଏ ପୁଷ୍ୟାଭିଷେକ ବା ଦେବାଭିଷେକ ନୀତି। ପୁରାଣ ମତ ଅନୁସାରେ ରାମଚନ୍ଦ୍ର ଚଉଦବର୍ଷ ବନବାସ ପରେ ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜ୍ୟଭାର ଗ୍ରହଣ କରିବା ପୂର୍ବରୁ ତାଙ୍କର ରାଜାଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥିଲା…