ଦୁବାଇରୁ ସୁରକ୍ଷିତ ଫେରିଲେ ବ୍ୟାଡମିଣ୍ଟନ ତାରକା ପିଭି ସିନ୍ଧୁ, ଯୁଦ୍ଧ ଯୋଗୁଁ ୩ ଦିନ ହେଲାଣି ଫସିଥିଲେ
ବେଙ୍ଗାଲୁରୁ : ସୁରକ୍ଷିତ ଭାବେ ସ୍ବଦେଶ ଫେରିଛନ୍ତି ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ । ମଧ୍ୟ ପ୍ରାଚ୍ୟରେ ଲାଗି ରହିଥିବା ଭୟାବହ ଯୁଦ୍ଧ ଏବଂ ଦୁବାଇରେ ଫସି ରହିବା ପରେ ବେଙ୍ଗାଲୁରୁ ସ୍ଥିତ ନିଜ ବାସଭବନକୁ ଫେରିଛନ୍ତି । ତେବେ ଏହି ସଂକଟ ଯୋଗୁଁ ଚଳିତ ଅଲ୍ ଇଂଲଣ୍ଡ ଚାମ୍ପିଅନସିପ୍ (All…