Browsing Tag

quarentine man

ମଦ ନ ମିଳିବାରୁ କ୍ୱାରେଣ୍ଟାଇନରୁ ଚମ୍ପଟ ମାରିଲେ ଯୁବକ, ପୋଲିସ ଧରିବାରୁ ପକାଇଲେ ଛେପ

କ୍ୱାରେଣ୍ଟାଇନ ହୋମରୁ ପଳାୟନ କରିଛନ୍ତି ଜଣେ ଯୁବକ । ତେବେ କାରଣ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ । କାରେଣ୍ଟାଇନ ହୋମରେ ମଦ ଏବଂ ଅନ୍ୟାନ୍ୟ ନିଶାଦ୍ରବ୍ୟ ନ ମିଳିବାରୁ ଯୁବକ ଯୁବକ ଜଣକ ସେଣ୍ଟର ଛାଡି ପଳାୟନ କରିବାକୁ ଚେଷ୍ଟା କରିଥିଲେ । ଯୁବକ ଜଣକ ପଳାଉଥିବା ବେଳେ ପୋଲିସ ଅଟାଇବାକୁ ଚେଷ୍ଟା…