ଭାରତ- ଶ୍ରୀଲଙ୍କା ଦ୍ବିତୀୟ ଦିନିକିଆ ଆଜି, ସମ୍ଭାବ୍ଯ ଏକାଦଶ ସହିତ ମଇଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ
ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ହେବାକୁ ଥିବା ତିନି ମ୍ଯାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ବିତୀୟ ମ୍ଯାଚ ମୁକାବିଲା ଆଜିଠାରୁ କଲମ୍ବୋ ଏବଂ ପ୍ରେମଦାସା ଷ୍ଟାଡିୟମରେ ଖେଳାଯିବ। ଉଭୟ ଦଳ ପାଇଁ ଅଭ୍ୟାସ ସମୟ ନାହିଁ । ପ୍ରଥମ ଦିନିକିଆକୁ ୭ ୱିକେଟ୍ରେ ଜିତିବା ପରେ ଭାରତୀୟ ଦଳର ନଜର ଦ୍ୱିତୀୟ…