ଭୋଟ ଅନଲାଇନ ଡିଲିଟ ହୋଇପାରବନି, ରାହୁଲଙ୍କ ଅଭିଯୋଗକୁ ନେଇ ପ୍ରତିକ୍ରିୟା ରଖିଲେ ନିର୍ବାଚନ କମିଶନ
ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନଙ୍କ ଉପରେ ରାହୁଲ ଗାନ୍ଧି ଆଣିଥିବା ଅଭିଯୋଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ନିର୍ବାଚନ କମିଶନର ଜ୍ଞାନେଶ କୁମାର । ଗତ ନିର୍ବାଚନରେ କର୍ଣ୍ଣାଟକରେ ଭୋଟ ଡିଲିଟ କରିବା ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରି ଗମ୍ଭୀର ଅଭିଯୋଗ ଆଣିଛନ୍ତି ରାହୁଲ ।…