ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଓ ପ୍ରିୟଙ୍କା! କଂଗ୍ରେସ କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର
(କେନ୍ୟୁଜ): ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ । ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରିୟଙ୍କା ବି ଅକ୍ଟୋବରରେ ଆସିବାର କାର୍ଯ୍ୟକ୍ରମ ରହିଛି। ପିସିସି ସଭାପତିଙ୍କ ସହ ଆଲୋଚନା ପରେ ଚୂଡାନ୍ତ ତାରିଖ ଧାର୍ଯ୍ୟ ହେବ। ଦିଲ୍ଲୀରେ ୫ ଜଣ ବିଧାୟକ…