ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର : ବର୍ଷା ପାଇଁ ୪ ଜିଲ୍ଲାକୁ ଜାରି ହେଲା ଆଲର୍ଟ । ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି…